Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର

Ramesh Parida by Ramesh Parida
Mar 18, 2025, 06:15 pm GMT+0530
FacebookTwitterWhatsAppTelegram

ପୁରୀ ସ୍ୱର୍ଗଦ୍ୱାରରେ ସମ୍ପନ୍ନ ହୋଇଛି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତ୍ତମାନର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଡ଼.ଦେବେନ୍ଦ୍ର ପ୍ରଧାନ | ଆଜି ସେ ପଞ୍ଚଭୂତରେ ବିଲୀନ ହୋଇଯାଇଥିବାବେଳେ ଏହି ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଛନ୍ତି | ଆଜି ସ୍ୱର୍ଗଦ୍ୱାରରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ପହଂଚିବାପରେ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଅନୁଯାୟୀ ଗାର୍ଡ ଅଫ ଅନର ଦିଆଯାଇଥିଲା | ଏହାପରେ ରୀତିନୀତି ସମ୍ପନ୍ନ ହେବା ପରେ ତାଙ୍କ ପୁଅ ମୁଖାଗ୍ନି ଦେଇଥିଲେ |

ଉଲ୍ଲେଖ ଥାଉ କି ଗତକାଲି କିଛି ଦିନ ହେଲା ଅସୁସ୍ଥ ଥିବା ଡା. ପ୍ରଧାନ ପୂର୍ବାହ୍ନ ୧୦ଟା ୪ରେ ନୂଆଦିଲ୍ଲୀରେ ତାଙ୍କ ପୁଅ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସରକାରୀ ବାସଭବନରେ ଶେଷନିଃଶ୍ବାସ ତ୍ୟାଗ କରିଥିଲେ । ତାଙ୍କୁ ୮୪ ବର୍ଷ ହୋଇଥିଲା। ଡାକ୍ତରୀ ପେସା ଛାଡ଼ି ଅଶୀ ଦଶକରେ ବିଜେପି ମଣ୍ଡଳ ସଭାପତି ଭାବେ କ୍ୟାରିଅର ଆରମ୍ଭ କରିଥିବା ଦେବେନ୍ଦ୍ର ପ୍ରଧାନ କେନ୍ଦ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଭୂପୃଷ୍ଠ ପରିବହନ ଓ କୃଷି ରାଷ୍ଟ୍ର ମନ୍ତ୍ରୀ ହୋଇଥିଲେ।

Tags: newsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies