Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଦୀର୍ଘ ନଅ ମାସର ପ୍ରତୀକ୍ଷାର ଅନ୍ତଃ ଘଟିଛି, ଶେଷରେ ମହାକାଶରୁ ପୃଥିବୀପୃଷ୍ଠକୁ ଫେରି ଆସିଛନ୍ତି ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍‌ ୱିଲ୍‌ମୋର

Ramesh Parida by Ramesh Parida
Mar 19, 2025, 11:03 am GMT+0530
FacebookTwitterWhatsAppTelegram

ଦୀର୍ଘ ନଅ ମାସର ପ୍ରତୀକ୍ଷାର ଅନ୍ତଃ ଘଟିଛି। ଶେଷରେ ମହାକାଶରୁ ପୃଥିବୀପୃଷ୍ଠକୁ ଫେରି ଆସିଛନ୍ତି ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍‌ ୱିଲ୍‌ମୋର। ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ୍ ଷ୍ଟେସନରୁ ବାହାରି ପୃଥିବୀରେ ପହଞ୍ଚିଛନ୍ତି ସୁନୀତା  ବୁଚ୍‌।

୨୦୨୪ ଜୁନ୍‌ ୫ରେ ବୋଇଂର ଷ୍ଟାରଲାଇନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ୮ ଦିନ ପାଇଁ ଯାଇଥିଲେ ନାସାର ଦୁଇ ମହକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍‌ ୱିଲ୍‌ମୋର। ଅପ୍ରତ୍ୟାଶିତ ଭାବେ ସେମାନଙ୍କ ଅଭିଯାନ ୯ ମାସରୁ ଅଧିକ ସମୟ ପର୍ଯ୍ୟନ୍ତ ଲମ୍ବିଯାଇଥିଲା। ଶେଷରେ ମଙ୍ଗଳବାର ସ୍ପେସ୍ଏକ୍ସ କ୍ୟାପସୁଲରେ ମହାକାଶ କେନ୍ଦ୍ରରୁ ପୃଥିବୀକୁ ‌ଫେରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସ୍-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି ।

ଜୁନ୍ ୫ରେ ବୋଇଂର ନୂଆ ଷ୍ଟାର୍‌ଲାଇନର୍ କ୍ରୁ କ୍ୟାପସୁଲ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ପହଞ୍ଚିବାର ମାତ୍ର ଏକ ସପ୍ତାହ ପରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ୍‌ ୱିଲ‌ମୋର  ଫେରିବାର ଥିଲା। କିନ୍ତୁ ଷ୍ଟାର୍‌ଲାଇନର୍‌ରେ ବୈଷୟିକ ସମସ୍ୟା ଦେଖା ଦେଇଥିଲା। ଦୁଇ ମହାକାଶଚାରୀ ଆଇଏସ୍‌ଏସ୍‌ରେ ପହଞ୍ଚିବା ପରେ ଷ୍ଟାର୍‌ଲାଇନର୍ କ୍ୟାପସୁଲ ଥ୍ରଷ୍ଟର ତ୍ରୁଟିର ସମ୍ମୁଖୀନ ହୋଇଥିଲା। ପରବର୍ତ୍ତୀ ଅନୁସନ୍ଧାନରୁ ଜଣାପଡିଥିଲା ଯେ ଥ୍ରଷ୍ଟରରେ ତ୍ରୁଟିଯୁକ୍ତ ଟେଫଲନ୍ ସିଲ୍ ରହିଛି, ଯାହା ଫଳରେ ନାସା ମହାକାଶଯାନକୁ ସେମାନଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ଅସୁରକ୍ଷିତ ମନେ କରିଥିଲା। ସ୍ପେସ୍ଏକ୍ସର କ୍ରୁ-୧୦ ଅଭିଯାନ ଆରମ୍ଭ କରିବାରେ ବିଳମ୍ବ ହେବାରୁ ମହାକାଶଚାରୀଙ୍କ ରହଣିକୁ ଆହୁରି ବଢ଼ାଇ ଦିଆଯାଇଥିଲା। ଏହି ଅଭିଯାନକୁ ମାର୍ଚ୍ଚ ୧୨ରୁ ମାର୍ଚ୍ଚ ୧୪, ୨୦୨୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।

Tags: INDIAnewsodisha
ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.