Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ଇଏସି-ପିଏମ୍‌ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ସାମିଲ୍‌

Ramesh Parida by Ramesh Parida
Mar 26, 2025, 03:20 pm GMT+0530
FacebookTwitterWhatsAppTelegram

ବୁଧବାର ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍‌)ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ସାମିଲ୍‌ କରାଯାଇଛି।  ଉତ୍ତର ପ୍ରଦେଶର ୧୯୮୪ ମସିହା ବ୍ୟାଚର ଭାରତୀୟ ରାଜସ୍ୱ ସେବା (ଆଇଆର୍‌ଏସ୍‌) ଅଧିକାରୀ ମିଶ୍ରଙ୍କୁ ସଚିବ ପଦବୀରେ ନିଯୁକ୍ତ କରାଯାଇଥିଲା। ଆପଣଙ୍କ ସୂଚନା ସକାଶେ ଜଣାଇ ଦେଉଛୁ ଯେ ଇଏସି-ପିଏମ୍‌ ହେଉଛି ଏକ ସ୍ୱାଧୀନ ସଂସ୍ଥା। ଯାହା ପ୍ରଧାନମନ୍ତ୍ରୀଙ୍କୁ ଅର୍ଥନୈତିକ ପ୍ରସଙ୍ଗରେ ପରାମର୍ଶ ଦେବାର ଦାୟିତ୍ୱ ବହନ କରେ।

୨୦୧୮ରେ ପ୍ରଥମେ ଇଡି ମୁଖ୍ୟ ଭାବରେ ନିଯୁକ୍ତ ହୋଇଥିବା ମିଶ୍ରଙ୍କୁ ଏଜେନ୍ସି ନେତୃତ୍ୱ ନେବା ସମୟରେ କେନ୍ଦ୍ର ପକ୍ଷରୁ ଅନେକ ଥର କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା। ପରେ ସୁପ୍ରିମକୋର୍ଟ ତୃତୀୟ ଏବଂ ଶେଷ କାର୍ଯ୍ୟକାଳ ବୃଦ୍ଧିକୁ “ଅବୈଧ” ଘୋଷଣା କରିଥିଲେ।

ମିଶ୍ର ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ, କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର, ଶରଦ ପାୱାର, ପୂର୍ବତନ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି, ବର୍ତ୍ତମାନର ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ପୂର୍ବତନ ପଶ୍ଚିମବଙ୍ଗ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ବିରୋଧରେ ତଦନ୍ତ ସମେତ ଅନେକ ହାଇ-ପ୍ରୋଫାଇଲ୍ ମାମଲାର ତଦାରଖ କରିଥିଲେ।

୨୦୨୪ ମସିହା ନଭେମ୍ବର ୧ ତାରିଖରେ ପରିଷଦର ପୂର୍ବତନ ଅଧ୍ୟକ୍ଷ ବିବେକ ଦେବରୟଙ୍କ ମୃତ୍ୟୁ ହେବା ପରେ ଏହି ନିଯୁକ୍ତି ଦିଆଯାଇଛି।

Tags: INDIAodishaTOP NEWS
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.