Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆର୍‌ଆର୍-କେକେଆର୍ ମୁକାବିଲାରେ ଜିତିବ କିଏ

କିଏ କରିବ ଆଜି ଶତକ ?

Ramesh Parida by Ramesh Parida
Mar 26, 2025, 05:21 pm GMT+0530
FacebookTwitterWhatsAppTelegram

ପୁଣି ଆଜି ଏକ ମହାମୁକାବିଲା ହେବ । କିଏ ଦୁଇ ଶହ ପାର ସ୍କୋର କରିବ । କିଏ ଜିତିବ ତାକୁ ନେଇ ଆରମ୍ଭ ହୋଇଚାଲିଛି ଆଲୋଚନା । ନିଜ ନିଜର ଫ୍ୟାନସମାନେ ସୋସିଆଲ ମିଡିଆରେ ନିଜର ପସନ୍ଦ ଖେଳାଳିଙ୍କୁ ପ୍ରଶଂସା କରି ଗୁଣଗାନ କରିବା ଆରମ୍ଭ କରିସାରିଲେଣି ।

ଆଜି ସନ୍ଧ୍ୟା ସାଢ଼େ ୭ଟାରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍) ଏବଂ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ମଧ୍ୟରେ ଖେଳାଯିବ। ଉଭୟ ଦଳ ଏପର୍ଯ୍ୟନ୍ତ ବିଜୟର ଖାତା ଖୋଲିନାହାନ୍ତି। କେକେଆର୍‌କୁ ପ୍ରଥମ ମ୍ୟାଚରେ ଆରସିବି ହାତରୁ ପରାଜୟ ସାମ୍ନା କରିବାକୁ ପଡିଥିଲା। ସେହିପରି  ରାଜସ୍ଥାନ ରୟାଲ୍ସ ତାର ପ୍ରଥମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦଠାରୁ ପରାସ୍ତ ହୋଇଥିଲା।

ରାଜସ୍ଥାନ ରୟାଲ୍ସର ସମ୍ଭାବ୍ୟ ଦଳ:

ରିୟାନ ପରାଗ (ଅଧିନାୟକ), ସଞ୍ଜୁ ସାମସନ, ଯଶସ୍ୱୀ ଜୟସ୍ୱାଲ, ଧ୍ରୁବ ଜୁରେଲ (ୱିକେଟକିପର), ନୀତିଶ ରାଣା, ଶିମରୋନ ହେଟମାୟର, ଶୁଭମ ଦୁବେ, ୱାନିନ୍ଦୁ ହସରଙ୍ଗା, ମହେଶ ତିକ୍ଷଣ, ଆକାଶ ମାଧୱାଲ, ସନ୍ଦୀପ ଶର୍ମା, ଫଜଲହକ ଫାରୁକି।

କୋଲକାତା ନାଇଟ୍ ରାଇଡର୍ସ ସମ୍ଭାବ୍ୟ ଦଳ:

କ୍ୱିଣ୍ଟନ୍ ଡି କକ୍ (ୱିକେଟକିପର), ଅଜିଙ୍କ୍ୟ ରାହାନେ (ଅଧିନାୟକ), ସୁନୀଲ ନାରିନ, ଭେଙ୍କଟେଶ ଆୟର, ରିଙ୍କୁ ସିଂ, ଅଙ୍ଗକ୍ରିଶ ରଘୁବଂଶୀ, ଆଣ୍ଡ୍ରେ ରସେଲ, ରମଣଦୀପ ସିଂ, ସ୍ପେନ୍ସର ଜନସନ, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ , ଅନ୍ରିଚ୍ ନର୍ଥଜେ , ମନୀଷ ପାଣ୍ଡେ ,ବୈଭବ ଆରୋୟା , ଅନୁକୁଳ ରାୟ,ଲୁଭନିଥ୍ ସିସୋଦିଆ, ଚେତନ ସକାରିଆ, ରହମାନୁଲ୍ଲା ଗୁରୁବାଜ , ମୟଙ୍କ ମାର୍କାଣ୍ଡେ , ରୋଭମାନ ପାୱେଲ , ମୋଇନ ଅଲି।

ShareTweetSendShare

RelatedNews

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି
Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ
Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ
Latest News

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.