Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ମିଆଁମାରରେ ତୀବ୍ର ଭୂମିକମ୍ପ: ଦେଶ ବ୍ୟାପୀ ଧ୍ଵଂସ ଏବଂ ମୃତ୍ୟୁ

Ramesh Parida by Ramesh Parida
Mar 28, 2025, 08:02 pm GMT+0530
FacebookTwitterWhatsAppTelegram

ମିଆଁମାରକୁ ଆଜି ଭୟାନକ ଦୁଇଟି ଭୂମିକମ୍ପ ଦୋହଲାଇ ଦେଇଛି। ଏକ ହେଉଛି ୭.୭ ତୀବ୍ରତାର ଏବଂ ଅନ୍ୟଟି ୬.୪ ତୀବ୍ରତାର। ଏହି ଭୂକମ୍ପର ଫଳରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ସ୍ପଷ୍ଟ ହୋଇଛି, ଯେଉଁଥିରେ ଶତାଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି। ଅନେକ ଲୋକ ନିଖୋଜ ଅଛନ୍ତି ଏବଂ ଅନେକ ଘରଦ୍ବାର ଭୂସ୍ମାତ୍ କହିଯାଇଛି।

ଭୂକମ୍ପ ଏତେ ତୀବ୍ର ଥିଲା ଯେ ଏହା ଭାରତ, ଚୀନ୍, ଥାଇଲାଣ୍ଡ ଏବଂ ବାଂଲାଦେଶର ଅନେକ ସ୍ଥାନରେ ମଧ୍ୟ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ବର୍ମା ସହର ସାଗାଇଙ୍ଗଠାରୁ ୧୬ କିଲୋମିଟର ଉତ୍ତର-ପଶ୍ଚିମରେ ୧୦ କିଲୋମିଟର ଗଭୀରତାରେ ଥିଲା। ଏହି ତୀବ୍ର ଭୂମିକମ୍ପର ପରିଣାମରେ ଅନେକ ଅଞ୍ଚଳରେ ଭୂସ୍ଖଳନ ଏବଂ ବିଦ୍ୟୁତ୍ ବିଭ୍ରାଟ ଘଟିଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଦୁଃଖଦ ଘଟଣା ଉପରେ ଗଭୀର ଚିନ୍ତା ପ୍ରକଟ କରିଥିବା ସହ ମିଆଁମାର ଏବଂ ଥାଇଲାଣ୍ଡ ପାଇଁ ସହାୟତା ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ ଏକ୍ସ ପୋଷ୍ଟ୍‌ରେ ସେ କହିଛନ୍ତି, “ମିଆଁମାର ଏବଂ ଥାଇଲାଣ୍ଡର ଭୂକମ୍ପ ପରେ ପରିସ୍ଥିତି ନେଇ ଆମେ ଚିନ୍ତିତ। ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି। ଭାରତ ସବୁ ପ୍ରକାର ସହାୟତା ଯୋଗାଇବାକୁ ପ୍ରସ୍ତୁତ”।

ଭାରତ ସରକାର ମିଆଁମାର ଏବଂ ଥାଇଲାଣ୍ଡ ସରକାରଙ୍କ ସହ ଯୋଗାଯୋଗ କରି ଅବସ୍ଥାର ଆଉ ଅଧିକ ବିବରଣୀ ଆଣିବାର ଚେଷ୍ଟା କରୁଛି। ବୈଦେଶିକ ମନ୍ତ୍ରଣାଳୟ କୁହିଛି ଯେ ଆପତ୍କାଳୀନ ସହାୟତା ପଠାଇବା ପାଇଁ ଭାରତ ପ୍ରସ୍ତୁତ। ଏହି ଭୂକମ୍ପର ଫଳରେ ଏଖନେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଅନେକ ଗୃହ ଏବଂ ଭବନ ଭୂସ୍ମାତ୍ ହୋଇଯାଇଛି। ସ୍ଥାନୀୟ ଅଧିକାରୀମାନେ ଜଣାଇଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଚାଲିଚି ଏବଂ ଆହତଙ୍କୁ ଅତିଶୀଘ୍ର ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି।

Tags: internationalodisha365TOP NEWS
ShareTweetSendShare

RelatedNews

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.