Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

VRS ନେଲେ IAS ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ: ବିଦେଶ ଚାଲିଯିବା ନେଇ ଚାଲିଛି ଚର୍ଚା

Ramesh Parida by Ramesh Parida
Mar 29, 2025, 11:31 am GMT+0530
FacebookTwitterWhatsAppTelegram

IAS ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଦେଶ ଚାଲିଯିବା ନେଇ ଚର୍ଚା ଜୋର ଧରିଛି ।  IAS ଚାକିରିରୁ ଅବସର ନେବା ପରେ ପାଣ୍ଡିଆନ ଫ୍ୟାମିଲ କଣ କରିବେ ତାହା ନେଇ ରାଜନୀତି ମହଲରେ ଚର୍ଚା ହେଉଛି ।  ସୁଜାତା ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ କାର୍ଯ୍ୟକଳାପ ଉପରେ ସମସ୍ତଙ୍କ ନଜର ରହିଛି ।

ଭିକେ ପାଣ୍ଡିଆନ ଓ ସୁଜାତା କାର୍ତ୍ତିକେୟନ  ଓଡ଼ିଶା ଛାଡ଼ି ଲଣ୍ଡନରେ ଚାକିରି କରିବେ ବୋଲି ଆଲୋଚନା ହେଉଛି । ଯଦିଓ ଏପର୍ଯ୍ୟନ୍ତ କୌଣସି ଅଧିକୃତ ସୂଚନା ମିଳିନାହିଁ, ତଥାପି ଏହି ଚର୍ଚ୍ଚା ରାଜନୈତିକ ଏବଂ ପ୍ରଶାସନିକ ମହଳରେ ଜୋରଦେଇ ଚଲିଛି।

ସୁଜାତା କାର୍ତ୍ତିକେୟନ,  ୨୦୨୪ର ଜୁନ୍ ମାସରେ ଛଅ ମାସର ଛୁଟି ଅନୁମତି ନେଇଥିଲେ। ଏହି ଛୁଟି ପରେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ । ପରେ ସରକାରଙ୍କ ଚାପରେ ହେଉ କି ଅନ୍ୟ କେଉଁ କାରଣ ପାଇଁ ଭିଆରଏସ ନେଇଛନ୍ତି । ଭିକେ ପାଣ୍ଡିଆନ, ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ। ସେ ଗତ ୨୦୨୩ ଅକ୍ଟୋବରରେ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପଦବୀ ଅଳଙ୍କୃତ କରି ଚର୍ଚାରେ ଥିଲେ । ପାଣ୍ଡିଆନ ଏବେ ରାଜନୀତିରେ ନାହାଁନ୍ତି, ଚାକିରି ବି ନାହିଁ । ଦଳରେ ତାଙ୍କୁ କେହି ପଚାରୁନାହାଁନ୍ତି । ତେଣୁ ସେ ଲଣ୍ଡନକୁ ଯାଇପାରନ୍ତି ବୋଲି ଆଲୋଚନାର ବିଷୟ ହୋଇଛି। ଯଦି ଏହା ସତ୍ୟ ହୁଏ, ତେବେ ରାଜନୈତିକ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ।  ଆସନ୍ତା କିଛି ଦିନରେ ସ୍ପଷ୍ଟ ହେବ, ସେମାନେ ଓଡ଼ିଶାରେ ରହିବେ କି ବ୍ରିଟେନରେ ।

Tags: odishaodisha365TOP NEWS
ShareTweetSendShare

RelatedNews

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା
Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ
Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.