Tuesday, June 3, 2025
No Result
View All Result
Odisha 365

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଭାଷଣ ଦେଇ ଫସିଗଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

Ramesh Parida by Ramesh Parida
Mar 29, 2025, 02:54 pm GMT+0530
FacebookTwitterWhatsAppTelegram

ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର କେଲୋଗ୍ କଲେଜରେ ଭାଷଣ ଦେଇ ଫସିଗଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମମତା ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି । ଏହି ସମୟରେ ମମତା ଦେଇଥିବା ଏକ ବୟାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ହୋଇଛି । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର କେଲୋଗ୍ କଲେଜରେ ଦିଆଯାଇଥିବା ଭାଷଣ ସମୟରେ ମମତାଙ୍କୁ ତୀବ୍ର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ସମୟରେ କିଛି ଛାତ୍ର ମମତାଙ୍କୁ ପ୍ରଶ୍ନ ପଚାରିବା ସହ ଗୋବ୍ୟାକ୍ ମମତା ସ୍ଲୋଗାନ ମଧ୍ୟ ଦେଇଥିଲେ ।

ମମତା ବାନାର୍ଜୀ ଏହି ପ୍ରତିବାଦର ଜବାବ ଦେଇ ୧୯୯୦ ମସିହାର ଏକ ଫଟୋ ଦେଖାଇଥିଲେ ଏବଂ କହିଥିଲେ ବିରୋଧୀ ଦଳରେ ଥିବା ବେଳେ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ମମତା ବାନାର୍ଜୀଙ୍କ ଭାଷଣ ସମୟରେ ପଶ୍ଚିମବଙ୍ଗରେ କୋଟି କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଉପରେ ଜଣେ ଦର୍ଶକ ତାଙ୍କୁ ପ୍ରଶ୍ନ ପଚାରିବାରୁ ବିବାଦ ଆରମ୍ଭ ହୋଇଥିଲା।

ମମତା ଏହି ପ୍ରଶ୍ନର ଉତ୍ତର ଦେଉଥିବା ବେଳେ ମଝିରେ ଆଉ ଜଣେ ଦର୍ଶକ ଆଉ କିଛି ପଚାରିଥିଲେ । ଏହାପରେ କିଛି ଲୋକ ତାଙ୍କୁ କୋଲକାତାର ଆରଜି କର ମେଡିକାଲ କଲେଜରେ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ପ୍ରଶ୍ନ ମଧ୍ୟ ପଚାରିଥିଲେ । ଏହା ଉପରେ ମମତା କହିଛନ୍ତି, ଏହି ମାମଲା କୋର୍ଟରେ ବିଚାରାଧୀନ ଅଛି । ଏହାକୁ ରାଜନୈତିକ ମଞ୍ଚରେ ପରିଣତ କରନ୍ତୁ ନାହିଁ।

ବିକ୍ଷୋଭକାରୀଙ୍କୁ ଟାର୍ଗେଟ କରି ମମତା କହିଛନ୍ତି , ଆପଣ ବଙ୍ଗଳା ଯାଇ ନିଜର ରାଜନୈତିକ ଦଳକୁ ମଜବୁତ କରନ୍ତୁ ଏବଂ ତା’ପରେ ମୋତେ ପ୍ରଶ୍ନ କରନ୍ତୁ । ପ୍ରଥମେ ମୋ ଫଟୋକୁ ଦେଖନ୍ତୁ ଏବଂ ଦେଖନ୍ତୁ କିପରି ମୋତେ ହତ୍ୟା କରିବାକୁ ଚେଷ୍ଟା କରାଯାଇଥିଲା । ଏହି ସମୟରେ କିଛି ଲୋକ ବଙ୍ଗଳାରେ ହିନ୍ଦୁଙ୍କ ପ୍ରତି ହେଉଥିବା ବ୍ୟବହାରକୁ ନେଇ ପ୍ରଶ୍ନ ଉଠାଇଥିଲେ, ଯାହାର ଉତ୍ତରରେ ମମତା କହିଥିଲେ,ମୁଁ ସବୁ ଧର୍ମ ପାଇଁ, ହିନ୍ଦୁ ଓ ମୁସଲମାନ ସମସ୍ତେ ମୋ ପାଇଁ ସମାନ। ତେବେ ଏହି ଉତ୍ତର ପରେ କିଛି ଛାତ୍ର ମମତା ବାନାର୍ଜୀଙ୍କୁ ଫେରିଯିବାର ସ୍ଲୋଗାନ ଦେବା ଆରମ୍ଭ କରିଥିଲେ ।

Tags: INDIAnewsodisha365
ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.