Tuesday, June 3, 2025
No Result
View All Result
Odisha 365

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

‘ପରିବେଶ – ୨୦୨୫’ ଜାତୀୟ ସମ୍ମିଳନୀକୁ ଉଦଘାଟନ କଲେ ରାଷ୍ଟ୍ରପତି

କହିଲେ ଆମ ପରିବେଶ ଆମ ଫ୍ୟାମିଲି

Ramesh Parida by Ramesh Parida
Mar 29, 2025, 09:52 pm GMT+0530
FacebookTwitterWhatsAppTelegram

ଆମେ ପରିବେଶକୁ ପରିବାର ଭାବିଲେ ଆମର ମଙ୍ଗଳ ହେବ । ପରିବାରର ଯେଉଁଭଳି ଆମେ ଯତ୍ନ ନେଉଛେ ସେପରି ପରିବେଶର ଯତ୍ନ ନେବା ଉଚିତ  । ଏଭଳି କହିଛନ୍ତି ରାଷ୍ଟ୍ରପତି । ଆଦିବାସୀ ସମାଜର ବୃକ୍ଷଲତାକୁ ଭଗବାନ ମନେ କରି ପୂଜା କରାଯାଉଥିବା କହିଥିଲେ ରାଷ୍ଟ୍ରପତି ।

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ  ନୂଆଦିଲ୍ଲୀ ଠାରେ ‘ପରିବେଶ – ୨୦୨୫’ ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି।ପରିବେଶ ସହ ଜଡିତ ସମସ୍ତ ଦିବସ ଏହି ବାର୍ତ୍ତା ଦେଇଥାଏ ଯେ ଆମେ ପ୍ରତିଦିନ ସେଗୁଡିକର ଲକ୍ଷ୍ୟ ଏବଂ କାର୍ଯ୍ୟକ୍ରମକୁ ଧ୍ୟାନରେ ରଖିବା ଉଚିତ ଏବଂ ସେସବୁକୁ ଯଥାସମ୍ଭବ ଆମର ଦୈନନ୍ଦିନ ଜୀବନର ଏକ ଅଂଶ କରିବା ଉଚିତ୍ ବୋଲି ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ।

ସଚେତନତା ଏବଂ ସମସ୍ତଙ୍କ ଅଂଶଗ୍ରହଣ ଉପରେ ଆଧାରିତ ନିରନ୍ତର ସକ୍ରିୟତା ଦ୍ୱାରା ହିଁ ପରିବେଶ ସୁରକ୍ଷା ଏବଂ ପ୍ରୋତ୍ସାହନ ସମ୍ଭବ ହୋଇପାରିବ ବୋଲି ସେ ଉଲ୍ଲେଖ କରିଥିଲେ ।

ରାଷ୍ଟ୍ରପତି କହିଥିଲେ ଯେ ଆମ ପିଲାମାନେ ଏବଂ ଯୁବପିଢ଼ି ବହୁତ ବ୍ୟାପକ ସ୍ତରରେ ଗଛ ଲଗାଇବା ଉଚିତ ।  ପ୍ରତ୍ୟେକ ପରିବାରର ବୟସ୍କ ମାନେ ଚିନ୍ତା କରନ୍ତି ଯେ ସେମାନଙ୍କ ପିଲାମାନେ କେଉଁ ସ୍କୁଲ କିମ୍ବା କଲେଜରେ ପାଠ ପଢିବେ ଏବଂ ସେମାନେ କେଉଁ କ୍ୟାରିୟର ବାଛିବେ । ଏଭଳି ଚିନ୍ତା କରିବା ଯଥାର୍ଥ। କିନ୍ତୁ ଆମ ପିଲାମାନେ କେଉଁ ପ୍ରକାର ବାୟୁକୁ ପ୍ରଶ୍ଵାସରେ ଗ୍ରହଣ କରିବେ, କେଉଁ ପ୍ରକାର ପାଣି ପିଇବେ, ପକ୍ଷୀଙ୍କ ମଧୁର ଧ୍ଵନି ଶୁଣିବାକୁ ସକ୍ଷମ ହୋଇପାରିବେ କି ନାହିଁ, ସବୁଜ ଜଙ୍ଗଲର ସୌନ୍ଦର୍ଯ୍ୟ ଅନୁଭବ କରିପାରିବେ କି ନାହିଁ , ସେ ବିଷୟରେ ମଧ୍ୟ ଆମ ସମସ୍ତଙ୍କୁ ଚିନ୍ତା କରିବାକୁ ପଡ଼ିବ।

ଆଗାମୀ ପିଢ଼ିକୁ ସ୍ୱଚ୍ଛ ପରିବେଶର ପରମ୍ପରା ପ୍ରଦାନ କରିବା ଆମର ନୈତିକ ଦାୟିତ୍ୱ । ଏଥିପାଇଁ ଆମକୁ ପରିବେଶ ପ୍ରତି ସଚେତନ ଓ ସମ୍ବେଦନଶୀଳ ଜୀବନଶୈଳୀ ଆପଣାଇବାକୁ ପଡ଼ିବ, ଯାହା ଦ୍ୱାରା ପରିବେଶ କେବଳ ସୁରକ୍ଷିତ ନୁହେଁ , ବରଂ ଉନ୍ନତ ହେବା ସହ ଅଧିକ ଚଳଚଂଚଳ ହୋଇପାରିବ। ସ୍ୱଚ୍ଛ ପରିବେଶ ଏବଂ ଆଧୁନିକ ବିକାଶ ମଧ୍ୟରେ ସନ୍ତୁଳନ ରହିବା ଉଭୟ ସୁଯୋଗ ଏବଂ ଆହ୍ଵାନ ମଧ୍ୟ ।

ମା’ ପରି ପ୍ରକୃତି ଆମକୁ ପରିପୁଷ୍ଟ କରେ ବୋଲି ଆମେ ବିଶ୍ୱାସ କରିଥାଉ ଏବଂ ଆମେ ପ୍ରକୃତିକୁ ସମ୍ମାନ ଏବଂ ସୁରକ୍ଷା ଦେବା ଉଚିତ୍ ବୋଲି ରାଷ୍ଟ୍ରପତି ଉଲ୍ଲେଖ କରିଥିଲେ । ବିକାଶର ଭାରତୀୟ ଐତିହ୍ୟର ଆଧାର ହେଉଛି ଶୋଷଣ ନୁହେଁ; ପୋଷଣ, ଉଚ୍ଛେଦ ନୁହେଁ, ସୁରକ୍ଷା। ଏହି ପରମ୍ପରାକୁ ଅନୁସରଣ କରି ଆମେ ଏକ ବିକଶିତ ଭାରତ ଦିଗରେ ଆଗକୁ ବଢ଼ିବାକୁ ଚାହୁଁଛୁ। ଗତ ଏକ ଦଶନ୍ଧି ମଧ୍ୟରେ, ଭାରତ ଅନ୍ତର୍ଜାତୀୟ ଚୁକ୍ତି ଅନୁଯାୟୀ ଜାତୀୟ ସ୍ତରରେ ନିର୍ଦ୍ଧାରିତ ଯୋଗଦାନକୁ ଶୀଘ୍ର ଶେଷ କରିବାର ଅନେକ ଉଦାହରଣ ହାସଲ କରିଛି ବୋଲି ସେ ଉଲ୍ଲେଖ କରିବା ସହିତ ଆନନ୍ଦ ପ୍ରକାଶ କରିଥିଲେ।

Tags: DROUPADI MURMUINDIAnewsodisha365
ShareTweetSendShare

RelatedNews

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ
Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.