Tuesday, June 3, 2025
No Result
View All Result
Odisha 365

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଏପ୍ରିଲ୨ରୁ ୪ ମଧ୍ୟରେ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା

Ramesh Parida by Ramesh Parida
Mar 30, 2025, 08:06 am GMT+0530
FacebookTwitterWhatsAppTelegram

ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ଖରରୁ ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଚୀନ ସାଗରରୁ ଏକ ସିଷ୍ଟମର ଅବଶିଷ୍ଟାଂଶ ୩ କିମ୍ବା ୪ ଏପ୍ରିଲ ବେଳକୁ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କିମ୍ବା ଲଘୁଚାପ ରୂପ ନେଇପାରେ।

ରାଜ୍ୟରେ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଶନିବାର ସମ୍ବଲପୁରରେ ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ସେହିପରି ହୀରାକୁଦରେ ପାରଦ ୪୧.୭ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡାରେ ୪୧.୬, ରାଉରକେଲାରେ ୩୯.୫, ଭୁବନେଶ୍ୱରରେ ୩୮.୬, କେନ୍ଦୁଝରରେ ୩୮, ଚାନ୍ଦବାଲିରେ ୩୮ ଓ ବାଲେଶ୍ୱରରେ ୩୭.୨ ଡିଗ୍ରୀ ରହିଥିଲା। ତେବେ ଆସନ୍ତା ୨ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ।

Tags: newsodishaodisha365whether report
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.