Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହେଇ ଜଣେ ଯାତ୍ରୀ ମୃତ, ୭ ଆହତ

Ramesh Parida by Ramesh Parida
Mar 30, 2025, 03:24 pm GMT+0530
FacebookTwitterWhatsAppTelegram

କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନା ପଠାଯାଇଥିବା ଜଣାପଡ଼ିଛି। ପ୍ରବଳ ଖରା ହେଉଥିବାରୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍‌ସିବି କର୍ତ୍ତୃପକ୍ଷ।

ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।

ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।

Tags: odishaodisha365TOP NEWStrain derails
ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ
Latest News

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.