Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀ

Ramesh Parida by Ramesh Parida
Apr 1, 2025, 01:41 pm GMT+0530
FacebookTwitterWhatsAppTelegram

ଆଜି ସାରା ରାଜ୍ୟ ପାଳୁଛି ଓଡ଼ିଶା ଦିବସ । ଓଡ଼ିଶାର ଅନେକ ବରପୁତ୍ର ମାନଙ୍କ ସଂଘର୍ଷ, ତ୍ୟାଗ, ବଳିଦାନ ଫଳରେ ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତ୍ତିରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଏହି ଦିନକୁ ଓଡ଼ିଶାବାସୀଙ୍କ ପାଇଁ ଚିରସ୍ମରଣୀୟ କରିବାକୁ ଓଡ଼ିଶା ଦିବସ ଭାବେ ପାଳିତ ହେଉଛି । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ । ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।

ଅନ୍ୟପଟେ ‘ଓଡ଼ିଶା ଦିବସ’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଗର୍ବିତ । ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ସେ କରିଛନ୍ତି ।

ସେହିପରି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି, ଓଡ଼ିଶାର ମୋର ଭାଇ-ଭଉଣୀ ତଥା ସମଗ୍ର ବିଶ୍ୱର କୋଣ ଅନୁକୋଣରେ ଓଡ଼ିଆ ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କରୁଥିବା ଓଡ଼ିଆ ସମୁଦାୟଙ୍କୁ ‘ଓଡ଼ିଶା ଦିବସ’ର ହାର୍ଦ୍ଦିକ ଶୁଭକାମନା । ୧୯୩୬ ମସିହା ଆଜିର ଦିନରେ ଭାଷା ଭିତ୍ତିରେ ଆମ ଓଡ଼ିଶା ପ୍ରଥମ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପ୍ରାପ୍ତ ହେବାର ଗୌରବ ଲାଭ କରିଥିଲା । ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନ ଏବଂ ଓଡ଼ିଆ ସଂସ୍କୃତିକୁ ଉଚିତ୍ ପରିଚୟ ଦେବା ପାଇଁ ସଂଘର୍ଷ କରିବା ସହ ବଳିଦାନ ଦେଇଥିବା ସମସ୍ତ ମହାପୁରୁଷଙ୍କୁ ମୋର ପ୍ରଣାମ । ଆଜିର ଦିନ ଆମକୁ ଓଡ଼ିଶାର କଳା, ସଂସ୍କୃତି, ଜ୍ଞାନ, ଶୌର୍ଯ୍ୟ, ବଳିଦାନ ଓ ଗୌରବମୟ ଇତିହାସ ଉପରେ ଗର୍ବ କରିବା ସହ ଆମର ସାଂସ୍କୃତିକ ଗଭୀରତା ସହ ଯୋଡିହେବା, ଓଡ଼ିଶାର ସଂସ୍କୃତିକୁ ବିଶ୍ୱ ମଞ୍ଚରେ ଅଧିକ ସୁଦୁରପ୍ରସାରୀ କରାଇବା ପାଇଁ ପ୍ରେରଣା ଦେଇଥାଏ । ଆସନ୍ତୁ, ଆମେ ସମସ୍ତେ ମିଳିମିଶି ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ କରିବା |

Tags: droupati murrmuINDIAModiodisha365TOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.