Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜନୀତି

କେନ୍ଦ୍ର ସରକାରଙ୍କ ଓ୍ବକଫ ବିଲ ୨୦୨୪କୁ କଡ଼ା ବିରୋଧ କରିଛି ବିଜେଡ଼ି

Ramesh Parida by Ramesh Parida
Apr 2, 2025, 07:36 pm GMT+0530
FacebookTwitterWhatsAppTelegram

ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ କରିଛି। ବିଜେଡି ନେତା ତଥା ରାଜ୍ୟ ସଭା ଏମପି ମୁଜିବୁଲ୍ଲା ଖାନ କହିଛନ୍ତି ଯେ, ଓ୍ବକଫ ସମ୍ପତ୍ତି ମୁସଲିମ ସମାଜର କଲ୍ୟାଣ ଓ ବିକାଶ ପାଇଁ ଉଦ୍ଦିଷ୍ଟ, କିନ୍ତୁ ଏହି ବିଲ ତାହାକୁ ଦୁର୍ବଳ କରିବ। ସେ ଆହୁରି କହିଛନ୍ତି, “ଓ୍ବକଫ ଜମିରେ ଅନୁପ୍ରବେଶ ରୋକିବା ପାଇଁ କାର୍ଯ୍ୟାନୁଷ୍ଠାନ ଦରକାର, ନା ଯେ ଏପରି ବିଲ ଆଣି ସମ୍ପ୍ରଦାୟର ଅଧିକାର ଖରାପ କରାଯାଉ।”

ତେବେ ଏହାକୁ ନେଇ ଗର୍ଜିଛନ୍ତି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର। ସେ କହିଛନ୍ତି, ରାଜ୍ୟ ସଭାରେ ବିଲକୁ ବିରୋଧ କରିବ BJD। ଆଲୋଚନାରେ ଅଂଶଗ୍ରହଣ କରିବା ସହ ବିରୋଧ କରିବ। ବିଲ ବିରୋଧରେ ଭୋଟ ଦେବେ ବିଜେଡି ଏମପି। ଏନେଇ ସୂଚନା ଦେଇଛନ୍ତି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର।

ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ଏହି ବଲକୁ “ଅନ୍ୟାୟପୂର୍ଣ୍ଣ” ଓ “ଏକତରଫା” ବୋଲି ସମାଲୋଚନା କରିଛି। ଓ୍ବକଫ ବୋର୍ଡରେ ଅଣ-ମୁସଲିମଙ୍କୁ ସାମିଲ କରିବା ଓ ସରକାରଙ୍କ ହସ୍ତକ୍ଷେପ ବଢ଼ାଇବା ଭଳି ପ୍ରସ୍ତାବକୁ ଦଳ ବିରୋଧ କରିଛି। ବିଜେଡିର ମାଇନରିଟି ସେଲ ରାଜ୍ୟରେ ବିକ୍ଷୋଭ କରିବା ସହ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ଦେଇ ନିଜର ଅସନ୍ତୋଷ ପ୍ରକାଶ କରିଛି।

ଆଜି ଲୋକ ସଭାରେ ଏହି ବିଲ ଉପରେ ଆଲୋଚନା ହେବାକୁ ଥିବା ବେଳେ ବିଜେଡି ନିଜର ବିରୋଧୀ ଅବସ୍ଥାନକୁ ଦୃଢ଼ ରଖିଛି। ନବୀନ ପଟ୍ଟନାୟକ ମୁସଲିମ ସମ୍ପ୍ରଦାୟର ପ୍ରତିନିଧିଙ୍କୁ ଭେଟି ସମ୍ବିଧାନର ମୂଲ୍ୟବୋଧ ଓ ସାମ୍ପ୍ରଦାୟିକ ସଦଭାବନା ରକ୍ଷା ପାଇଁ ଦଳର ପ୍ରତିବଦ୍ଧତାକୁ ପୁନର୍ବାର ଦୋହରାଇଛନ୍ତି। ତେବେ ଏନଡିଏ କିମ୍ବା ଇଣ୍ଡିଆ ମେଣ୍ଟର ଅଂଶ ନହୋଇଥିବା ବିଜେଡିର ସଂସଦୀୟ ପ୍ରଭାବ କେତେ ଦୂର ରହିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ନୁହେଁ।

Tags: INDIAodishaTOP NEWS
ShareTweetSendShare

RelatedNews

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି
Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ
Latest News

APPର ବରିଷ୍ଠ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢାଉ

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ
ରାଜନୀତି

ନେତାଙ୍କୁ ନଡ୍ଡାଙ୍କ ଟିପ୍ସ

ତାମିଲନାଡୁରେ ବିଜେପିର ଭାଗ୍ୟ
ରାଜନୀତି

ତାମିଲନାଡୁରେ ବିଜେପିର ଭାଗ୍ୟ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.