Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଚିଲ୍ଲୀ ରାଷ୍ଟ୍ରପତି ଗାବ୍ରିଏଲ ବୋରିକ ଫଣ୍ଟଙ୍କ ପ୍ରଥମ ଭାରତ ଗସ୍ତ

Ramesh Parida by Ramesh Parida
Apr 2, 2025, 10:12 pm GMT+0530
FacebookTwitterWhatsAppTelegram

ଚିଲ୍ଲୀ ରାଷ୍ଟ୍ରପତି ଗାବ୍ରିଏଲ ବୋରିକ ଫଣ୍ଟଙ୍କ ପ୍ରଥମ ଭାରତ ଗସ୍ତ । ଏହି ଅବସରରେ ଚିଲ୍ଲୀ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସା କରିଛନ୍ତି। ଭାରତ ସହ ଚିଲ୍ଲୀର କାମ ସମ୍ପର୍କକୁ ନେଇ ପ୍ରସ୍ତାବ ଦେଇଛନ୍ତି ରାଷ୍ଟ୍ରପତି ଗାବ୍ରିଏଲ।

ସୂଚନାନୁଯାଇ, ଚିଲ୍ଲୀ ରାଷ୍ଟ୍ରପତି ଦୀର୍ଘ ୧୬ ବର୍ଷ ପରେ ପ୍ରଥମ କରି ଭାରତ ଗସ୍ତରେ ଆସିଛନ୍ତି । ୧୬ବର୍ଷ ମଧ୍ୟରେ ଭାରତରେ ଅନେକ ପରିବର୍ତ୍ତନ ହୋଇଯାଇଛି ବୋଲି କହିଛନ୍ତି ଚିଲ୍ଲୀ ରାଷ୍ଟ୍ରପତି । ଭାରତକୁ ଆସିବା ପରେ ସସମ୍ମାନରେ ଚିଲ୍ଲୀ ରାଷ୍ଟ୍ରପତଙ୍କୁ ସ୍ବାଗତ କରାଯାଇଥିଲା । ଯେଉଁଥି ପାଇଁ ରାଷ୍ଟ୍ରପତି ମୋଦିଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହା ମଧ୍ୟ କହିଛନ୍ତି ଯେ, କୌଣସି ନେତା ଏପରି କରିପାରିବେ ନାହିଁ ଯାହା ଆପଣ କରିଛନ୍ତି । ଆପଣ ବିଭିନ୍ନ ଦେଶକୁ ସମର୍ଥନ କରୁଛନ୍ତି । ପ୍ରତ୍ୟେକ ଦେଶର ରାଜନେତାଙ୍କ ସହ ଆପଣ କଥା ମଧ୍ୟ ହୋଇପାରିବେ। ଗାବ୍ରିଏଲ ଶେଷରେ ଭୂ-ରାଜନୈତିକ ଖେଳାଳୀ ଭାବେ ମୋଦିଙ୍କୁ ସମ୍ଭୋଧନ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ କ୍ରମେ ୧ରୁ ୫ ଏପ୍ରିଲ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି ଚିଲ୍ଲୀ ରାଷ୍ଟ୍ରପତି ଗାବ୍ରିଏଲ । ଭାରତ ସହ ସୁସମ୍ପର୍କ ରଖିବା ପାଇଁ ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି । ଏହା ମଧ୍ୟ କହିଛନ୍ତି ତାଙ୍କର ଅନେକ ଦେଶ ସହିତ ସମ୍ପର୍କ ରହିଛି କିନ୍ତୁ ବର୍ତ୍ତମାନ ସେ ଭାରତ ସହିତ ସମ୍ପର୍କ ରଖିବାକୁ ଚାହୁଁଛନ୍ତି । ଚିଲ୍ଲୀ ଏକ ଏପରି ଦେଶ ଯାହା କେବଳ ଗୋଟିଏ ଦେଶ ଉପରେ ନିର୍ଭରଶୀଳ ନୁହେଁ ବରଂ ଦେଶମାନଙ୍କ ସହିତ ଆମେ ଜଡିତ ।

Tags: INDIAModiodisha365TOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.