Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home Videos Rashifal

ଜାଣନ୍ତୁ କେଉଁ ରାଶିକୁ ଆଜି ସୁଫଳ ମିଳିବ

Ramesh Parida by Ramesh Parida
Apr 4, 2025, 06:41 am GMT+0530
FacebookTwitterWhatsAppTelegram

ମେଷ : ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ମହିଳାମାନେ ପାରିବାରିକ ଚିନ୍ତାରେ ବୁଡ଼ିରହିବେ ।

ବୃଷ : ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ । ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ ।

ମିଥୁନ : କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ପୁରୁଣା ରୋଗକଷ୍ଟ ସହିବାକୁ ପଡ଼ିପାର । ଆର୍ଥିକ ସ୍ଥିତି ଭଲ ରହିବ ।

କର୍କଟ : ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ । ସନ୍ତାନହେତୁକ ପୀଡ଼ା ଅନୁଭବ କରିପାରନ୍ତି । ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ାରେ ପ୍ରଶଂସାର ପାତ୍ର ହେବେ । ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ ।

ସିଂହ : ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଅନ୍ୟମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ । ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ ।

କନ୍ୟା : ଦୁର୍ଭାବନା ବଢ଼ିଚାଲିବ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ । ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।

ତୁଳା : ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି । ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ । ପିଲାମାନଙ୍କର କୃତି ଓ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ । ମହିଳାମାନଙ୍କ ପାଇଁ ଦିନଟି ଆମୋଦପ୍ରଦ ହେବ ।

ବିଛା : ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ପିଲାଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ହୋଇପାରନ୍ତି ।

ଧନୁ : ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହେବ । ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି । କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି । ମହିଳାମାନେ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ ।

ମକର : ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ । ଆବଶ୍ୟକତାଠୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ ।

କୁମ୍ଭ : ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଅପବାଦର ଶରବ୍ୟ ହେବେ । ସ୍ୱାସ୍ଥ୍ୟ ଭଲ ରହିବ ।

ମୀନ : ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ । ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ । କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ ।

Tags: newsodisha365Rashifal
ShareTweetSendShare

RelatedNews

ଆଜିର ରାଶିଫଳ
Rashifal

କଣ ରହିଛି ଆଜି ଆପଣଙ୍କର ଭାଗ୍ୟ

ଆଜିର ରାଶିଫଳ
Latest News

ଆଜିର ରାଶିଫଳ

ଆଜିର ରାଶିଫଳ
Rashifal

ଆଜିର ରାଶିଫଳ

ଆଜିର ରାଶିଫଳ
Latest News

ଏମିତି କଟିବ ଆଜି ଆପଣଙ୍କ ଦିନ

ଆଜିର ରାଶିଫଳ
Rashifal

ଆଜିର ରାଶିଫଳ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.