Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ହାଇଦରାବାଦକୁ ହରାଇଲ କୋଲକାତା

Ramesh Parida by Ramesh Parida
Apr 4, 2025, 07:03 am GMT+0530
FacebookTwitterWhatsAppTelegram

ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ୮୦ ରନ୍‌ର ବଡ଼ ବ୍ୟବଧାନରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୦୦ ରନ କରିଥିଲା। ଦଳ ପକ୍ଷରୁ ଭେଙ୍କଟେଶ ଆୟର ୨୯ ବଲରେ ୬୦ ଓ ଅଙ୍ଗକ୍ରିଶ ରଘୁବଂଶୀ ୩୨ ବଲରେ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ଅଜିଙ୍କ୍ୟ ରାହାନେ ୨୭ ବଲରେ ୧ ଚୌକା ଓ ୪ ଛକା ସହ ୩୮ ଓ ରିଙ୍କୁ ସିଂ ୧୭ ବଲରେ ୪ ଚୌକା ଓ ୧ ଛକା ସହିତ ୩୨ ରନ କରିଥିଲେ। ହାଇଦ୍ରାବାଦ ପକ୍ଷରୁ ମହମ୍ମଦ ଶାମି, କୁମିନ୍ସ, ଜିଶାନ ଅନସାରୀ ଓ କାମିଣ୍ଡୁ ମେଣ୍ଡିସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ହାଇଦ୍ରାବାଦ ୧୬.୪ ଓଭରରେ ୧୨୦ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ହେନରିଚ କ୍ଲାସେନ ୩୩, କାମିଣ୍ଡୁ ମେଣ୍ଡିସ ୨୭ ଓ ନୀତିଶ କୁମାର ରେଡ୍ଡୀ ୧୯ ରନ କରିଥିଲେ।

Tags: INDIAodisha365sportsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies