Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Videos Entertainment

ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ

Ramesh Parida by Ramesh Parida
Apr 4, 2025, 01:37 pm GMT+0530
FacebookTwitterWhatsAppTelegram

ଚାଲିଗଲେ ବରିଷ୍ଠ ଅଭିନେତା ମନୋଜ କୁମାର । ୮୭ ବର୍ଷ ବୟସରେ ମୁମ୍ବାଇର କୋକିଳାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ମନୋଜ କୁମାରଙ୍କ ଦେହାନ୍ତ ହୋଇଛି । ତାଙ୍କ ଫିଲ୍ମ କ୍ୟାରିୟରରେ ମନୋଜ ଏକାଧିକ ଦେଶଭକ୍ତି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଯେଉଁଥି ପାଇଁ ତାଙ୍କୁ ଫ୍ୟାନ୍ସ ଶ୍ରଦ୍ଧାରେ ‘ଭାରତ କୁମାର’ ଡାକନ୍ତି । କ୍ରାନ୍ତି, ଉପକାର ଭଳି ଦେଶଭକ୍ତି ଫିଲ୍ମ ପାଇଁ ଚର୍ଚ୍ଚିତ ଥିଲେ ମନୋଜ ।

ଅଭିନେତା ମନୋଜ କୁମାରଙ୍କ ପରଲୋକ ଖବର ତାଙ୍କ ପ୍ରଶଂସକଙ୍କୁ ସ୍ତବ୍ଧ କରି ଦେଇଛି । ସୋସିଆଲ୍ ମିଡିଆରେ ସମସ୍ତେ ମନୋଜଙ୍କୁ ଅଶ୍ରୁଳ ବିଦାୟ ଜଣାଉଛନ୍ତି । ସହାରା, ଚାନ୍ଦ, ହନିମୁନ, ପୂରବ ଔର ପଶ୍ଚିମ, ନସିବ, ମେରି ଆୱାଜ ସୁନୋ, ନୀଳ କମଲ, ଉପକାର, ପନ୍ତର କେ ସନମ, ପିୟା ମିଳନ ଭଳି ଚଳଚ୍ଚିତ୍ରରେ କାମ କରିଥିଲେ । ଜାତୀୟ ପୁରସ୍କାର ସହ ପଦ୍ମଶ୍ରୀ ଓ ଦାଦା ସାହେବ ଫାଲ୍‌କେ ଆୱାର୍ଡ ସମ୍ମାନରେ ସମ୍ମାନିତ ହୋଇଥିଲେ ।

୧୯୫୭ରେ ଫିଲ୍ମ ଫ୍ୟାସନ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ମନୋଜ କୁମାର । ୧୯୬୫ ମସିହା ଥିଲା ତାଙ୍କ କ୍ୟାରିୟର ପାଇଁ ଗେମ୍ ଚେଞ୍ଜର୍ । ସେହି ବର୍ଷ ଆସିଥିବା ସହିଦ ଫିଲ୍ମ ତାଙ୍କ କ୍ୟାରିୟରକୁ ମାଇଲେଜ୍ ଦେଇଥିଲା । ଆଉ ଏହା ପରେ ସେ ପଛକୁ ଫେରି ଚାହିଁ ନଥିଲେ ।

Tags: entertainmentINDIAodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies