Saturday, May 17, 2025
No Result
View All Result
Odisha 365

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ବିମ୍‌ସଟେକ୍ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Ramesh Parida by Ramesh Parida
Apr 4, 2025, 09:39 pm GMT+0530
FacebookTwitterWhatsAppTelegram

ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍‌ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି ।

ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ଏବଂ ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର ସମର୍ଥନକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ସମ୍ପର୍କ ପ୍ରତି ଭାରତର ଲୋକାଭିମୁଖୀ ଆଭିମୁଖ୍ୟ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦୁଇ ଦେଶ ମଧ୍ୟରେ ସହଯୋଗ ଉଭୟ ଦେଶର ଜନସାଧାରଣଙ୍କ ପାଇଁ ଉଲ୍ଲେଖନୀୟ ଲାଭ ଆଣିଛି । ବାଂଲାଦେଶ ସହ ଏକ ସକାରାତ୍ମକ ଏବଂ ଗଠନମୂଳକ ସମ୍ପର୍କ ସ୍ଥାପନ କରିବା ପାଇଁ ଭାରତର ଇଚ୍ଛା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ପରିବେଶକୁ ଖରାପ କରୁଥିବା ମନ୍ତବ୍ୟକୁ ଏଡ଼ାଇବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ । ସୀମାରେ ସୁରକ୍ଷା ଓ ସ୍ଥିରତା ବଜାୟ ରଖିବା ପାଇଁ ବିଶେଷ କରି ରାତିରେ ଆଇନର କଡ଼ାକଡ଼ି କାର୍ଯ୍ୟକାରିତା ଏବଂ ବେଆଇନ ସୀମା ପାର ରୋକିବା ଜରୁରୀ। ଆମ ସମ୍ପର୍କର ସମୀକ୍ଷା ଏବଂ ଆଗକୁ ନେବା ପାଇଁ ଦ୍ୱିପାକ୍ଷିକ ବ୍ୟବସ୍ଥା ଉପଯୁକ୍ତ ହୋଇପାରିବ।

ହିନ୍ଦୁମାନଙ୍କ ସମେତ ବାଂଲାଦେଶରେ ସଂଖ୍ୟାଲଘୁଙ୍କ ସୁରକ୍ଷା ସମ୍ବନ୍ଧୀୟ ଭାରତର ଚିନ୍ତା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଏବଂ ସେମାନଙ୍କ ବିରୋଧରେ ହୋଇଥିବା ଅତ୍ୟାଚାର ମାମଲାର ଗଭୀର ତଦନ୍ତ କରିବା ସହିତ ବାଂଲାଦେଶ ସରକାର ସେମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବେ ବୋଲି ଆଶା ବ୍ୟକ୍ତ କରିଥିଲେ ।

ପ୍ରଧାନମନ୍ତ୍ରୀ ବାଂଲାଦେଶକୁ ବିମ୍‌ସଟେକ ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଥିଲେ ଏବଂ ଫୋରମ୍ ଏହାର ନେତୃତ୍ୱରେ ଆଞ୍ଚଳିକ ସହଯୋଗକୁ ଆହୁରି ଆଗକୁ ବଢ଼ାଇବାକୁ ଆଗ୍ରହୀ ବୋଲି କହିଥିଲେ । ବିମ୍‌ସଟେକ ଢାଞ୍ଚା ସମେତ ଆଞ୍ଚଳିକ ସମନ୍ୱୟକୁ ଆଗେଇ ନେବା ପାଇଁ ପରାମର୍ଶ ଏବଂ ସହଯୋଗ ବୃଦ୍ଧି କରିବାକୁ ନେତାମାନେ ରାଜି ହୋଇଥିଲେ।

Tags: internationalModiodisha365TOP NEWS
ShareTweetSendShare

RelatedNews

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
Latest News

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ
Latest News

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

Latest News

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.