Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Ramesh Parida by Ramesh Parida
Apr 5, 2025, 04:07 pm GMT+0530
FacebookTwitterWhatsAppTelegram

ପଞ୍ଚଭୂତରେ ବିଲୀନ ହେଲେ ଅଭିନେତା ମନୋଜ କୁମାର । ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ । ମୁମ୍ବାଇର ଜୁହୁ ସ୍ଥିତ ଶ୍ମଶାନ ଘାଟରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ହଜାର ହଜାର ପ୍ରଶଂସକ ମନୋଜଙ୍କ ପାର୍ଥିକ ଶରୀରର ଶେଷ ଦର୍ଶନ କରିଥିବାବେଳେ ବହୁ ବରିଷ୍ଠ ନେତା, ଅଭିନେତା ମନୋଜଙ୍କ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ଥିଲେ।

ଅଭିନେତା ମନୋଜ କୁମାରଙ୍କର ଶୁକ୍ରବାର ଦିନ 87 ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ପୁଅ କୁନାଲ ଗୋସ୍ୱାମୀ କହିଛନ୍ତି ଯେ ସେ ୨-୩ ସପ୍ତାହ ଧରି ଅସୁସ୍ଥ ଥିଲେ । ତାଙ୍କୁ ଚିକିତ୍ସା ପାଇଁ କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶୁକ୍ରବାର ଭୋର ୩:୩୦ ସମୟରେ ସେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।

ମନୋଜ କୁମାରଙ୍କୁ ରାଷ୍ଟ୍ରୀୟ ସମ୍ମାନ ସହିତ ଶେଷ ବିଦାୟ ଦିଆଯାଇଛି । ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ଅରବାଜ ଖାନ-ସଲିମ ଖାନ, ସୁଭାଷ ଘାଇ, ରାଜପାଲ ଯାଦବ, ଅନୁ ମଲିକ, ପ୍ରେମ ଚୋପ୍ରାଙ୍କ ସମେତ ବହୁ ବଲିଉଡ ସେଲିବ୍ରିଟି ମନୋଜ କୁମାରଙ୍କୁ ଶେଷ ବିଦାୟ ଦେଇଥିଲେ ।

Tags: entertainmentINDIAodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies