Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ନରେନ୍ଦ୍ର ମୋଦିଙ୍କୁ ଶ୍ରୀଲଙ୍କାର ସର୍ବୋଚ୍ଚ ସଂମ୍ମାନ

Ramesh Parida by Ramesh Parida
Apr 5, 2025, 04:14 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ତାଙ୍କୁ ସ୍ବତନ୍ତ୍ର ସ୍ବାଗତ କରିବା ପାଇଁ ବିମାନବନ୍ଦରରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାଷ୍ଟ୍ର ସମ୍ମାନ ସହିତ ସ୍ବାଗତ କରାଯାଇଥିଲା। ତାଙ୍କୁ ସ୍ବତନ୍ତ୍ର ଚୌକରେ ଗାର୍ଡ ଅଫ ଅନର ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା। ଏହା ତାଙ୍କର ଶ୍ରୀଲଙ୍କା ଚତୁର୍ଥ ଗସ୍ତ ଥିଲା। ଏଥର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶ୍ରୀଲଙ୍କା ମିତ୍ର ବିଭୂଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ଶ୍ରୀଲଙ୍କା ସରକାରଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନ ।

ଶ୍ରୀଲଙ୍କା ସରକାରଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନ ପାଇବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର। ଏହା ଶ୍ରୀଲଙ୍କା ଏବଂ ଭାରତ ମଧ୍ୟରେ ଗଭୀର ବନ୍ଧୁତା ଏବଂ ସମାନ ମୂଲ୍ୟବୋଧକୁ ପ୍ରତିଫଳିତ କରେ। ଏହି ସମ୍ମାନ ଦର୍ଶାଉଛି ଯେ, ଭାରତ କେବଳ ଏକ ପଡ଼ୋଶୀ ନୁହେଁ ବରଂ ଏକ ‘ପ୍ରକୃତ ବନ୍ଧୁ’।

Tags: internationalModiodisha365TOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.