Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆୟୁଷ୍ମାନ ଯୋଜନା ଲାଗୁହେବ କାଲିଠୁ , କାହାକୁ ମିଳିବ ଫାଇଦା , କିପରି କରିବେ ଆବେଦନ

ବର୍ଷକୁ ଏକ ପରିବାର ପାଇଁ ₹5 ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ମିଳିବ

Ramesh Parida by Ramesh Parida
Apr 10, 2025, 12:13 pm GMT+0530
ଆୟୁଷ୍ମାନ ଭାରତ

ଆୟୁଷ୍ମାନ ଭାରତ

FacebookTwitterWhatsAppTelegram

ଆୟୁଷ୍ମାନ ଭାରତ ଯୋଜନା ଆସନ୍ତାକାଲିଠୁ ରାଜ୍ୟ ଲାଗୁ ହେବ । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିପାରିବ ।

ବର୍ଷକୁ ଏକ ପରିବାର ପାଇଁ ₹5 ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା।

ଦେଶରେ ଥିବା ଅନେକ ଅନୁମୋଦିତ ହସ୍ପିଟାଲରେ ଏହି ସେବା ମିଳିଥାଏ।

ଏହି କାର୍ଡ ଦ୍ୱାରା ସାଧାରଣ ଚେକଅପ୍‌ ରୁ ଅପରେସନ୍, ICU ଓ ଆଞ୍ଚଳିକ ଚିକିତ୍ସା ଯାଏଁ ଲାଭ ମିଳିଥାଏ।

କାର୍ଡ ଥିଲେ ହସ୍ପିଟାଲରେ ଅଧିକ କାଗଜପତ୍ର ଦରକାର ନାହିଁ, ସରଳ ଭାବେ ସେବା ମିଳିଯାଏ।

ପରିବାରର ସଦସ୍ୟ ସଂଖ୍ୟାର କୌଣସି ସୀମା ନାହିଁ — ସମସ୍ତେ ଲାଭ ଉଠାଇପାରନ୍ତି।

ଗ୍ରାମ ଅଞ୍ଚଳର ଗରିବ ଓ ସହର ରେ ଥିବା ବଞ୍ଚିତ ବର୍ଗ ପାଇଁ ଏହି ଯୋଜନା ଉପଲବ୍ଧ।

ଏହା ପାଇଁ ଆଧାର ଓ ମୋବାଇଲ୍ ନମ୍ବର ଦ୍ୱାରା ସହଜ ଭାବେ କାର୍ଡ ତିଆରି କରିପାରିବେ।

ଚିକିତ୍ସା ସହିତ ଆବଶ୍ୟକ ଔଷଧ, ଟେଷ୍ଟ ଓ ସ୍କାନ୍ ମଧ୍ୟ ମାଗଣା ମିଳିଥାଏ।

କ୍ୟାନ୍ସର, ହୃଦ୍ରୋଗ, ଲିଭର୍ ରୋଗ ଭଳି ଜଟିଳ ରୋଗ ପାଇଁ ମଧ୍ୟ ଏହି କାର୍ଡ ଲାଭକାରୀ।

ଆୟୁଷ୍ମାନ କେନ୍ଦ୍ର ଓ ଟୋଲ୍-ଫ୍ରୀ ନମ୍ବର ଦ୍ୱାରା ଯେକୌଣସି ସମସ୍ୟାର ସମାଧାନ ମିଳିପାରିବ।

ଆୟୁଷ୍ମାନ ଭାରତ ସ୍କିମ୍‌ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ବୁଧବାର ସେପ୍ଟେମ୍ବର ୧୧, ୨୦୨୪ ଦିନ ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନା ଲାଗୁ କରିଛି ।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, “ଏହା ଏକ ଆପ୍ଲିକେସନ ବେସ୍ଡ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫେସ୍ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ନିର୍ଦ୍ଦିଷ୍ଟ ଲିଙ୍କ୍ ରହିବ ।”

ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ୍ ୱେବସାଇଟକୁ ଯାଆନ୍ତୁ ।

-ଏହାପରେ ଆପଣଙ୍କର ଆଧାର କିମ୍ବା ରେସନ କାର୍ଡ ବ୍ୟାରିଫାଏ କରନ୍ତୁ ।

-ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ ।

-ଏହା ପରେ ଏକ ସ୍ୱତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ୍ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?

ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ୱାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ତେବେ ଆସନ୍ତୁ ଏହା ବିଷୟରେ ଜାଣିବା…

-ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ ।

-ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ

-ସମସ୍ତ ପ୍ରକାର ସେବା ଯତ୍ନ

-କ୍ଲିନିକାଲ୍ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ

-ରହିବା ଏବଂ ଖାଦ୍ୟ ସେବା

-ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ

ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ଦିଆଯାଇଥାଏ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଦିଆଯାଇଥାଏ ।

Tags: Ayushman YojanaModinewsTOP NEWSଆୟୁଷ୍ମାନ ଭାରତ
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.