Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆଜି ଭାରତରେ ପହଞ୍ଚିବ ତହାୱୁର

Ramesh Parida by Ramesh Parida
Apr 10, 2025, 01:03 pm GMT+0530
FacebookTwitterWhatsAppTelegram

ଭାରତ ଆସୁଛି ତହାୱୁର ।  ଗତକାଲି ଭାରତୀୟ ସମୟ ସଂଧ୍ୟା ୭ଟା ୧୦ ମିନିଟରେ ରାଣାକୁ ଆମେରିକାରୁ ସ୍ବତନ୍ତ୍ର ବିମାନରେ ବସାଇ ଭାରତ ଅଣାଯାଉଛି ।  ଆଜି ପ୍ରାୟ ଅପରାହ୍ନ ୨ଟା ସମୟରେ ରାଣା ନୂଆଦିଲ୍ଲୀରେ ପହଞ୍ଚିବ ।

ଭାରତରେ ତାର ବିଚାର ହେବ ।  ଏଥିପାଇଁ ଦିଲ୍ଲୀ ଓ ମୁମ୍ବାଇରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।  ୨୦୦୮ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ଅଭିଯୁକ୍ତ ତହାୱୁର ରାଣା । ଆମେରିକା ସୁପ୍ରିମକୋର୍ଟରେ ତହାୱୁର ର ଶେଷ ଅପିଲ ଖାରଜ ପରେ ପ୍ରତ୍ୟର୍ପଣ ପ୍ରକ୍ରିୟା ହୋଇଛି ।ତାକୁ ଆଣିବା ପାଇଁ ଯାଇଛନ୍ତି ଜାତୀୟ ତଦନ୍ତକାରୀ ସଂସ୍ଥା – NIA DIGଙ୍କ ସହ ଏକ ଟିମ୍ ।  ଭାରତରେ ପହଞ୍ଚିବା ପରେ ଦିଲ୍ଲୀ NIA କୋର୍ଟରେ ହାଜର କରାଯିବ ।  କିଛି ଦିନ ଏନଆଇଏ ହେପାଜତରେ ରହିବା  ପରେ ତାକୁ ତିହାର ଜେଲରେ ରଖାଯାଇପାରେ ।

ଏଥିପାଇଁ ଦିଲ୍ଲୀ ତିହାର ଜେଲରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଛି  ।   ସେଠାରୁ ଟ୍ରାଏଲ ପାଇଁ ମୁମ୍ବାଇର ଆର୍ଥର ରୋଡ ଜେଲକୁ ତାହଉରକୁ ସିଫ୍ଟ କରାଯିବ ।  ଜେଲର ଯେଉଁ ସେଲରେ ଅଜମଲ କସାବ ଥିଲା ସେଠି ତାହାଉରକୁ ରଖାଯିବ ବୋଲି ସୂଚନା ମିଳିଛି  ।

Tags: INDIAodisha365TOP NEWS
ShareTweetSendShare

RelatedNews

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ
Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.