Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଗୋଠଛଡା ଦନ୍ତାହାତୀ ଆକ୍ରମଣ ମହିଳାଙ୍କ ମୃତ୍ୟୁ

Ramesh Parida by Ramesh Parida
Apr 11, 2025, 10:33 am GMT+0530
FacebookTwitterWhatsAppTelegram

ଗୋଠଛଡା ଦନ୍ତାହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ। ମହିଳାଙ୍କୁ ଦଳି ଦେଲା ଗୋଠଛଡା ଦନ୍ତାହାତୀ । ଏହିଭଳି ଏକ ଅଭାବନୀୟ ଘଟଣା ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବେଗୁନିଆ ବ୍ଲକ ଦେଉଳି ପଚାଂୟତ ର ଗୋପିନାଥପୁର ଗ୍ରାମରେ ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଦେଉଳି ଗୋପୀନାଥପୁର ଗାଁ ର ବାସନ୍ତୀ ରାଉତରାୟ ସକାଳୁ କାଜୁ ତୋଳିବା ପାଇଁ ଘରୁ ନିକଟସ୍ଥ ଜଂଗଲ କୁ ଯାଉଥିବା ବେଳେ ଗୋଠ ଛଡା ଦନ୍ତା ହାବୁଡରେ ପଡିଥିଲେ । ଫଳରେ ଦନ୍ତା ହାତୀ ଟି ତାଙ୍କୁ ଦଳି ଦେଇଥିବା କାରଣରୁ ଘଟଣା ସ୍ଥଳରେ ବାସନ୍ତୀ ଙ୍କ ମୁତ୍ଯୁ ହୋଇଥିବା ଦେଖିବାକୁ ମିଳିଛି । ଘଟଣା ଘଟିବାର ଦୀର୍ଘ ସମୟ ଅତିକ୍ରାନ୍ତ ହୋଇଥିଲେ ମଧ୍ଯ ବନବିଭାଗ ର କୌଣସି କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନଥିବା ଜଣାପଡିଛି । ସେ ପଟେ ହାତୀ ମଣିଷ ଲଢେଇ ରେ କେତେବେଳେ ମଣିଷ ତ କେତେବେଳେ ହାତୀର ଜୀବନ ଯାଉଛି । ଖୋର୍ଦ୍ଧା ବନଖଣ୍ଡ ଅଧିନରେ ୧୬ ଟିକିଆ ହାତୀପଲ ବିଭିନ୍ନ ଅଚଂଳ ରେ ଉପାତ ରଚାଉଥିବା ବେଳେ ଗୋଠ ଛଡା ଦନ୍ତା ଏବେ ଦେଉଳି ଅଞ୍ଚଳରେ ଆତଙ୍କ କରୁଛି । ସେପଟେ ବନବିଭାଗ କର୍ମଚାରୀ ହାତୀ ଖୋଉଡାଇବାରେ କୌଣସି ଆଖି ଦୃଶିଆ ପଦକ୍ଷେପ ନନେଉଥିବା କାରଣ ରୁ ଏହିଭଳି ପରିସ୍ଥିତି ଉପୁଜୁଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି । ସେପଟେ ଖାଦ୍ଯ ଅନ୍ବେଷଣ ରେ ଜଂଗଲୀ ଜନ୍ତୁ ଗାଁ ମୁହାଁ ହେଉଛନ୍ତି କିନ୍ତୁ ବନବିଭାଗ କର୍ମଚାରୀ ହାତୀ ଘଉଡାଇବା ବିଫଳ ହେଉଥିବା ଯୋଗୁଁ ସ୍ଥାନୀୟ ଅଂଚଳର ଲୋକେ ଘୋର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

Tags: odishaodisha365TOP NEWS
ShareTweetSendShare

RelatedNews

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା
Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ
Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies