Friday, July 11, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆଜି ଭୁବେନଶ୍ବର ଏମ୍‌ସ ଗସ୍ତ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

Ramesh Parida by Ramesh Parida
Apr 12, 2025, 07:47 am GMT+0530
FacebookTwitterWhatsAppTelegram

ଆଜି ଭୁବେନଶ୍ବର ଏମ୍‌ସ ଗସ୍ତ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଏହି ଗସ୍ତ ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ହେବାକୁ ଯାଉଛି। କାରଣ ଆଜି ଉଦଘାଟିତ ହେବ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳା। ଏହି ବ୍ୟବସ୍ଥା, ଏମ୍ସ ଭୁବନେଶ୍ୱରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର ଆଶା ରହିଛି।

ଏହି ଅତ୍ୟାଧୁନିକ ପ୍ରୟୋଗଶାଳା ଡାକ୍ତର, ଗବେଷକ, ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନବ ସ୍ୱାସ୍ଥ୍ୟସେବା ସମାଧାନ ବିକାଶ ଏବଂ ସୁଦୂରପ୍ରସାରୀ ଚିକିତ୍ସା ଗବେଷଣା କ୍ଷେତ୍ରକୁ ସଶକ୍ତ କରିବ ବୋଲି ବିଶ୍ବାସ ଥିବା ମତବ୍ୟକ୍ତ କରିଛନ୍ତି ଏମ୍‌ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ। ଗସ୍ତ ଅବସରରେ ଶ୍ରୀ ନଡ୍ଡା ଏମ୍‌ସର ସାମଗ୍ରୀକ ବିକାଶ ନେଇ ଏକ ବିଶେଷ ସମୀକ୍ଷା ବୈଠକ କରିବେ। ଏଥିସହିତ ଗ୍ୟାଷ୍ଟ୍ରୋନୋମି ବ୍ଲକ୍‌ର ଶିଳାନ୍ୟାସ କରିବେ ନଡ୍ଡା ।

Tags: odishaodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies