Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ପୁଣି ଆମେରିକାରେ ଦ୍ୱିତୀୟ ବିମାନ ଦୁର୍ଘଟଣା

Ramesh Parida by Ramesh Parida
Apr 12, 2025, 10:48 pm GMT+0530
FacebookTwitterWhatsAppTelegram

ପୁଣି ଆମେରିକାରେ ଦ୍ୱିତୀୟ ବିମାନ ଦୁର୍ଘଟଣା । ଗୁରୁବାର ହଡସନରେ ହେଲିକପ୍ଟର ଦୁର୍ଘଟଣା ପରେ, ପରଦିନ ଶୁକ୍ରବାର ଦକ୍ଷିଣ ଫ୍ଲୋରିଡାରେ ଏକ ଛୋଟ ବିମାନ ମଧ୍ୟ ବିମାନ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଏଥିରେ ୩ ଜଣ ଲୋକ ଥିଲେ । ଏଥିରେ ସମସ୍ତ ତିନି ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ଦୁର୍ଘଟଣାଗ୍ରସ୍ତ କ୍ଷୁଦ୍ର ବିମାନ ସେସନା ୩୧୦ ତଳେ ଆସିଯିବାରୁ ଗୋଟିଏ କାର ମଧ୍ୟ ଏହାର ଶିକାର ହୋଇଛି । ଫଳରେ କାର ଚାଳକ ମଧ୍ୟ ଆହତ ହୋଇଛନ୍ତି । ଦୁର୍ଘଟଣାସ୍ଥଳରୁ ଏବେ ବି ଧୂଆଁ ଉଠିବା ଦେଖାଯାଉଛି । ଏହି ଦୁର୍ଘଟଣା ଗତକାଲି ଅର୍ଥାତ୍ ଶୁକ୍ରବାର ସକାଳେ ଘଟିଥିଲା ।

ଆମେରିକୀୟ ଅଧିକାରୀମାନେ କହିଛନ୍ତି ଯେ ବିମାନଟି ସକାଳ ପ୍ରାୟ ୧୦:୧୫ ସମୟରେ ଏକ ପ୍ରମୁଖ ଆନ୍ତଃରାଜ୍ୟ ରାଜପଥ ଏବଂ ରେଳପଥ ନିକଟରେ ଖସି ପଡ଼ିଥିଲା । ଦୁର୍ଘଟଣା ବାବଦରେ ବୋକା ରେଟନ ଫାୟାର ରେସକ୍ୟୁର ସହାୟକ ମୁଖ୍ୟ ମାଇକେଲ ଲାସେଲ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବିମାନ ଦୁର୍ଘଟଣାରେ ସମସ୍ତ ତିନି ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ବିମାନରେ ଭୂମିରେ ପିଟି ହେବା ଫଳରେ ସେଥିରେ ନିଆଁ ଲାଗି ଯାଇଥିଲା । ଦୁର୍ଘଟଣା ପରେ ବୋକା ରେଟନ ବିମାନ ବନ୍ଦରକୁ ସଂଯୋଗ କରୁଥିବା ଅନେକ ରାସ୍ତାକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ବୋକା ରେଟନ ମେୟର ସ୍କଟ୍ ସିଙ୍ଗର କହିଛନ୍ତି ଯେ ଦୁର୍ଘଟଣାର ତଦନ୍ତ ଆରମ୍ଭ ହୋଇଛି । ସିଙ୍ଗର ଏକ ବୟାନରେ କହିଛନ୍ତି ଯେ ଏମର୍ଜେନ୍ସି ରିସପନ୍ସ ଟିମ୍ ସଦସ୍ୟ ଓ ଅଧିକାରୀଙ୍କ ସହ କିଶି କାମ କରୁଛନ୍ତି । ଏହାସହ ସେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ସେପଟେ FAA ଓ ରାଷ୍ଟ୍ରୀୟ ପରିବହନ ସୁରକ୍ଷା ଗାର୍ଡ (ଏନଟିଏସବି) ମଧ୍ୟ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି । ଉଲ୍ଲେଖଯୋଗ୍ୟ ଯେ ଚଳିତ ବର୍ଷ ଆରମ୍ଭରୁ ହିଁ ଆମେରିକାରେ ଅନେକ ବିମାନ ଦୁର୍ଘଟଣାର ଶିକାର ହୋଇଛନ୍ତି ।

Tags: internationalodisha365plane crash in AmericaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies