Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଭୁବନେଶ୍ୱର ଏମ୍ସ ପରିଦର୍ଶନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା

Ramesh Parida by Ramesh Parida
Apr 12, 2025, 10:53 pm GMT+0530
FacebookTwitterWhatsAppTelegram

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ତାଙ୍କର ଏହି ଗସ୍ତ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଓ ଗବେଷଣା ପାଇଁ ମହତ୍ୱପୂର୍ଣ୍ଣ। ରୋଗୀ ସେବା, ଗବେଷଣା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ଅନୁଷ୍ଠାନର ଯାତ୍ରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗସ୍ତ ଆଉ ଏକ ଅଧ୍ୟାୟ ଯୋଡ଼ିଛି ।

ଶ୍ରୀ ନଡ୍ଡା ଅତ୍ୟାଧୁନିକ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାରକୁ ଉଦଘାଟନ କରିଥିଲେ, ଯାହା ଅତ୍ୟାଧୁନିକ ଚିକିତ୍ସା ଗବେଷଣାକୁ ଆଗକୁ ବଢ଼ାଇବା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏକ ପରିବର୍ତ୍ତନକାରୀ ପଦକ୍ଷେପ। ଏହି ସୁବିଧା ଡାକ୍ତର, ଗବେଷକ ଏବଂ ଗବେଷକମାନଙ୍କୁ ପ୍ରଭାବଶାଳୀ ସ୍ୱାସ୍ଥ୍ୟସେବା ସମାଧାନ ବିକଶିତ କରିବା ଏବଂ ଏମ୍ସ ଭୁବନେଶ୍ୱରକୁ ଦେଶର ପ୍ରମୁଖ ଚିକିତ୍ସା ଗବେଷଣା କେନ୍ଦ୍ରରେ ପରିଣତ କରିବା ପାଇଁ ସଶକ୍ତ କରିବାକୁ ପ୍ରସ୍ତୁତ କରାଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଶ୍ରୀ ନଡ୍ଡା ଏହି ଅବସରରେ ଏକ ବହୁମୁଖୀ ଉପଯୋଗ ଏବଂ ଗ୍ୟାଷ୍ଟ୍ରୋନୋମି ବ୍ଲକ ପାଇଁ ଶିଳାନ୍ୟାସ କରିଥିଲେ । ଏହା ଛାତ୍ରଛାତ୍ରୀ, ଅଧ୍ୟାପକ, କର୍ମଚାରୀ ଏବଂ ସାଧାରଣ ଜନତାଙ୍କ କ୍ରମବର୍ଦ୍ଧିଷ୍ଣୁ ଆବଶ୍ୟକତାକୁ ପୂରଣ କରିବ । ଏହି ବ୍ଲକ ଗୋଟିଏ ଛାତ ତଳେ ଅତ୍ୟାବଶ୍ୟକ ସୁବିଧା ପ୍ରଦାନ କରିବ, ଯାହା କ୍ୟାମ୍ପସ ମଧ୍ୟରେ ଉଭୟ ପରିଚାଳନା ଦକ୍ଷତା ଏବଂ ଗୋଷ୍ଠୀ ଯୋଗଦାନକୁ ବୃଦ୍ଧି କରିବ।

ସ୍ୱାସ୍ଥ୍ୟସେବାର ଡିଜିଟାଲ ରୂପାନ୍ତରଣକୁ ଆଗକୁ ବଢ଼ାଇ କେନ୍ଦ୍ର ମନ୍ତ୍ରୀ ନବୀକରଣ ହୋଇଥିବା ଏମ୍ସ ଭୁବନେଶ୍ୱର ୱେବସାଇଟର ଶୁଭାରମ୍ଭ କରିଥିଲେ। ଏହି ୱେବସାଇଟରେ ରୋଗୀ ଏବଂ ପରିଦର୍ଶକମାନଙ୍କ ପାଇଁ ବ୍ୟବହାରକାରୀ-ଅନୁକୂଳ ବୈଶିଷ୍ଟ୍ୟ ଏବଂ ସମନ୍ୱିତ ସେବା ପ୍ରଦାନର ସୁବିଧା ରହିଛି। ଏଥିରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ଗର୍ବର ସହ ପ୍ରଦର୍ଶିତ କରାଯାଇଥିବାବେଳେ ଅନୁଷ୍ଠାନର ସ୍ୱାସ୍ଥ୍ୟସେବା ସୁବିଧାର ପ୍ରବେଶକୁ ଉନ୍ନତ କରିଛି।

ଶ୍ରୀ ନଡ୍ଡାଙ୍କ ଗସ୍ତର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦିଗ ଥିଲା ଏମ୍ସ ଭୁବନେଶ୍ୱରର ବର୍ଣ୍ଣ ସେଣ୍ଟର ପରିଦର୍ଶନ। ପୋଡ଼ି ହୋଇ ଗୁରୁତର ହେଉଥିବା ରୋଗୀଙ୍କ ପାଇଁ ପୂର୍ବ ଭାରତରେ ଏହା ଏକ ସ୍ୱତନ୍ତ୍ର ସୁବିଧା ଯାହା ଜଟିଳ ଚିକିତ୍ସା କ୍ଷେତ୍ରରେ ପାର୍ଥକ୍ୟ ଆଣିପାରିଛି । ସେ ମଧ୍ୟ ବର୍ହିବିଭାଗ ଠାରେ ସ୍ୱଚ୍ଛତା ପ୍ରଦର୍ଶନୀ, ସମନ୍ୱିତ ସ୍ୱାସ୍ଥ୍ୟ ଓ କଲ୍ୟାଣ କ୍ଲିନିକ, ରିମାଟୋଲୋଜି ଓ ଜେରିଆଟ୍ରିକ କ୍ଲିନିକ, ନବଜାତ ଜଟିଳ ଚିକିତ୍ସା ୟୁନିଟ୍‌ (ଏନଆଇସିୟୁ) ଆଦି ସ୍ଥାନ ପରିଦର୍ଶନ କରିଥିଲେ। ଏହାସହିତ ସବୁଜ ଓ ସୁସ୍ଥ ଭବିଷ୍ୟତ ପାଇଁ ପ୍ରତିବଦ୍ଧତାର ପ୍ରତୀକ ସ୍ୱରୂପ ସ୍ମୃତି ଉପବନ ଠାରେ ଚାରା ରୋପଣ କରିଥିଲେ।

ଶ୍ରୀ ନଡ୍ଡାଙ୍କ ଗସ୍ତ ଅବସରରେ ଏମ୍ସ ଭୁବନେଶ୍ୱରର ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଶୈଳେଶ କୁମାର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ଆଶୁତୋଷ ବିଶ୍ୱାସଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇ ପ୍ରଫେସର ଡାକ୍ତର ବିଶ୍ୱାସ କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱରେ ଏମ୍ସ ଉତ୍କର୍ଷ ସଫଳତା ଦିଗରେ ଅଗ୍ରସର ହେଉଛି । ପ୍ରଧାନମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହଯୋଗ ଓ ପ୍ରେରଣାରେ ଏହି ଶିକ୍ଷାନୁଷ୍ଠାନ ସ୍ୱାସ୍ଥ୍ୟସେବା ପ୍ରଦାନ ଏବଂ ନବୋନ୍ମେଷ କ୍ଷେତ୍ରରେ ଉଚ୍ଚତର ମାଇଲଖୁଣ୍ଟ ହାସଲ କରିବ ବୋଲି ସେ ବିଶ୍ୱାସ ପ୍ରକଟ କରିଥିଲେ ।

Tags: educationJP Naddaodishaodisha365TOP NEWS
ShareTweetSendShare

RelatedNews

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା
Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ
Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.