Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆଜିର ରାଶିଫଳ

Ramesh Parida by Ramesh Parida
Apr 13, 2025, 08:23 am GMT+0530
FacebookTwitterWhatsAppTelegram

ମେଷ : ଆଜି ପରିବାରର ସୁବିଧା ଅସୁବିଧା ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବେ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ଅର୍ଥ ପାଇଁ ପ୍ରତିଶ୍ରୁତି ଦେଇପାରନ୍ତି। ଯାତ୍ରାରେ ବିଳମ୍ବିତ ସମୟରେ କୃତ୍ତିକା ଲକ୍ଷ୍ୟସ୍ଥଳରେ ପହଂଚିବାର ସୂଚନା ରହିଛି।

ବୃଷ : ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ମୃଗଶିରା ନକ୍ଷତ୍ର ସକାଳୁ ସକାଳୁ କୌଣସି ବ୍ୟକ୍ତି ସହ ତର୍କ କରି ମନଟା ବିଗିଡ଼ି ଯାଇପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଦ୍ୱାରା କେତେକ କାମ ହାସଲ କରିପାରିବେ। ବନ୍ଧୁ ଗହଣରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ।

ମିଥୁନ : କାମ ହାସଲ ସକାଶେ ପ୍ରିୟଜନଙ୍କ ସହଯୋଗର ଆବଶ୍ୟକତାକୁ ପ୍ରାଧାନ୍ୟ ଦେବେ। ଆର୍ଦ୍ରା ନକ୍ଷତ୍ରର ପ୍ରଶାସନିକ ସ୍ତରରେ କାମ ଅଟକି ରହିଥିବାରୁ ମନ ଭଲ ରହିନପାରେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେଇପାରନ୍ତି। କର୍ମକ୍ଷେତ୍ର କିମ୍ବା ବୃତିଗତ ଧନ୍ଦାରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।

କର୍କଟ : ପରିବାରର ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ନୂତନ ସମସ୍ୟା ଦେଖାଦେବ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅଶ୍ଳେଷା ନକ୍ଷତ୍ର ଅନିୟମିତ ଭୋଜନଜନିତ ପେଟପୀଡ଼ା ଅନୁଭବ କରିପାରନ୍ତି। ସ୍ଥଗିତ କାମର ବହୁଳତାଜନିତ କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ ଆଜି ଶେଷ କରିପାରିବେନି।

ସି˚ହ : ପୂର୍ବର କଳହକୁ ମନେପକାଇ ଦେଖିଲେ ମଧ୍ୟ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ମଘା ନକ୍ଷତ୍ର ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ସନ୍ଦେହୀ ମନ ବୁଝିବ ନାହିଁ। ଆଜିର ଯାତ୍ରା, ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଭଲ। ପରିସ୍ଥିତି ଯାହା ହେଉନା କାହିଁକି ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ।

କନ୍ୟା : କର୍ମକ୍ଷେତ୍ରରେ ତରବରିଆ ହୋଇ କୌଣସି କାମ କରନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହେବ। ଆବଶ୍ୟକୀୟ ଜିନିଷପତ୍ର ଅଭାବରୁ ଉନ୍ନୟନ କାମ ବାଧାପ୍ରାପ୍ତ ହେବ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ଖୋଜି ଖୋଜି ଆଶା ଛାଡ଼ିଦେଇଥିବା ଜିନିଷଟି ହଠାତ୍‌ ପାଇଯିବେ।

ତୁଳା : ବନ୍ଧୁମିଳନ ପରିବେଶରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବ। ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗର ସୂଚନା ରହିଛି। ସ୍ବାତୀ ନକ୍ଷତ୍ର ସକାଶେ ଆଜିର ଯାତ୍ରା, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।

ବିଛା : ଜ୍ୟେଷ୍ଠା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାନ୍ତ୍ରିକ ତ୍ରୁଟି ସୁଧୁରିନଥିବା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଖାଦ୍ୟପେୟ ଠିକ୍‌ ରହିବ ନାହିଁ, ଫଳରେ ସ୍ବାସ୍ଥ୍ୟହାନି ଘଟିପାରେ। ଆନୁଷ୍ଠାନିକ କାମ, ଧାର୍ମିକ କାର୍ଯ୍ୟ ଓ ସଭାସମିତି ପାଇଁ ବ୍ୟଗ୍ରତା ପ୍ରକାଶ ପାଇବ।

ଧନୁ : ଉତ୍ତରାଷାଢ଼ା ନକ୍ଷତ୍ରର ପରସ୍ପର ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଅବହେଳା କାରଣରୁ କୈଫିୟତ ଦେବାକୁ ପଡ଼ିପାରେ। ଈର୍ଷାପରାୟଣତା କାରଣରୁ ଆତ୍ମୀୟମାନେ କ୍ରମଶଃ ଦୂରେଇ ଯାଇପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ।

ମକର : ପୂର୍ବର ସମ୍ମାନ ଫେରିପାଇବା କିମ୍ବା କର୍ମକ୍ଷେତ୍ରରେ ପୁନଃ ନିଯୁକ୍ତି ଖବର ପାଇ ମନ ଖୁସି ହୋଇଯିବ। ନିକଟରେ ରହୁଥିବା ଲୋକଟି ସାହାଯ୍ୟରେ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ଦରକାରୀ ଜିନିଷଟି ଅନ୍ୟକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଧନିଷ୍ଠା ନକ୍ଷତ୍ରର ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହୋଇଯିବ।

କୁମ୍ଭ : ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ଼ ମନୋବଳ ସ୍ଥଗିତ କାମକୁ ତ୍ୱରାନ୍ବିତ କରାଇବାରେ ସାହାଯ୍ୟ କରିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ବ୍ୟସ୍ତତାଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଶତଭିଷା ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ସତ୍‌ସଙ୍ଗ ପାଇଁ ମନ ବଳାଇବେ।

ମୀନ : ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହେବ। ବନ୍ଧୁଙ୍କ ଦ୍ୱାରା ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। କର୍ମକ୍ଷେତ୍ର୍ରରେ ବାରମ୍ବାର ବିଫଳତାକୁ ନେଇ ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ରେବତୀ ନକ୍ଷତ୍ରର ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। କଚେରି ମାମଲା କିମ୍ବା ଜମିଜମା ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିପାରେ।

Tags: newsodisha365Rashifal
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.