Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

Ramesh Parida by Ramesh Parida
Apr 14, 2025, 11:17 pm GMT+0530
FacebookTwitterWhatsAppTelegram

ସମାନ ମାସ, ସମାନ ତାରିଖ, ସମାନ ଦିନ.. ସଲମାନଙ୍କୁ ବାରମ୍ବାର ମିଳୁଛି ଧମକ । କେତେବେଳେ ହତ୍ୟା ଧମକ ତ କେତେବେଳେ ଗାଡି ଉଡାଇଦେବାର ଧମକ । ବଲିଉଡ ସୁପରଷ୍ଟାର ସଲମାନଙ୍କୁ ୨୦୧୮ ରୁ ଧମକ ପରେ ଧମକ ମିଳୁଥିବା ବେଳେ ଆଜି ପୁଣି ଏକ ହତ୍ୟା ଧମକ ତ ମିଳିଛି, କିନ୍ତୁ ଏହି ଧମକ ଯେତିକି ଚର୍ଚ୍ଚାରେ ନାହିଁ ସେତିକି ଚର୍ଚ୍ଚାରେ ରହିଛି ତାରିଖକୁ ନେଇ । କାରଣ ପୂର୍ବ ବର୍ଷ ବି ଏଇ ସମାନ ତାରିଖରେ ସଲମାନଙ୍କୁ ମିଳିଥିଲା ହତ୍ୟା ଧମକ ।

ହଁ ଆଜ୍ଞା ଆପଣ ଠିକ୍ ଶୁଣିଛନ୍ତି, ସମାନ ତାରିଖ । ଖାଲି ସମାନ ତାରିଖ ନୁହେଁ ସମାନ ମାସ ବି । ଖାଲି ଯାହା ବର୍ଷ ଅଲଗା । ୨୦୨୪ ଏପ୍ରିଲ ୧୪ ତାରିଖରେ ସଲମାନଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା । ତାଙ୍କ ଘରକୁ ଗୁଳିମାଡ କରାଯାଇଥିଲା ଏବଂ ହତ୍ୟା ଧମକ ମିଳିଥିଲା । ଗ୍ୟାଲେକ୍ସି ଗୁଳିମାଡକୁ ଆଜି ବର୍ଷେ ପୂରିଥିବା ବେଳେ ପୁଣି ସେହି ସମାନ ଦିନରେ ସଲମାନଙ୍କୁ ପୁଣିଥରେ ହତ୍ୟା ଧମକ ମିଳିଛି । ୨୦୨୪ ଏପ୍ରିଲ ୧୪ ପରେ ୨୦୨୫ ଏପ୍ରିଲ ୧୪ ତାରିଖ ଦିନ ପୁଣି ଏକ ହତ୍ୟା ଧମକ ମିଳିବା ପରେ ଭୟଭୀତ ହୋଇଛନ୍ତି ସମସ୍ତେ ଆଉ ଧମକ ପରେ ସଲମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି ।

ତେବେ ଆଜି ସଲମାନ୍ ଖାନଙ୍କୁ ଜୀବନରୁ ମାରିଦେବାକୁ ଧମକ ମୁମ୍ବାଇର ବର୍ଲି ପୁଲିସ୍ ବିଭାଗର ହ୍ବାଟ୍ସଆପ୍ ନମ୍ବରକୁ ଆସିଛି । ଏଭଳି ଧମକପୂର୍ଣ୍ଣ ମେସେଜରେ ସଲମାନଙ୍କ ଘରେ ପଶି ମାରିବାକୁ କୁହାଯାଇଛି । ଖାଲି ଏତିକି ନୁହଁ ସଲମାନ୍ ଖାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇବା ପାଇଁ ମଧ୍ୟ ମିଳିଛି ଧମକ । ଖାଲି ମେସେଜ୍ ଜରିଆରେ ନୁହଁ ଫୋନ୍ କରି ମଧ୍ୟ ଦିଆଯାଇଛି ଧମକ ।

Tags: INDIAodisha
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ
Entertainment

ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.