Sunday, February 8, 2026
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଶିକ୍ଷା

ଏପ୍ରିଲ ୧୬ରୁ ଆରମ୍ଭ ହେବ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ

Ramesh Parida by Ramesh Parida
Apr 14, 2025, 11:20 pm GMT+0530
FacebookTwitterWhatsAppTelegram

ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବିଏଡ/ ଏମଏଡ /ବିଏଚଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ମଧ୍ୟ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ ତାରିଖ (୧୬. ୦୪. ୨୦୨୫) ଠାରୁ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।

ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଶ୍ରେଣୀରେ ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଏହି ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ ସାମ୍ସ ମାଧ୍ୟମରେ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ।

ଏଥିସହ ଶିକ୍ଷାବର୍ଷ ୨୦୨୫-୨୬ରେ ସ୍ନାତକ ପାଠ୍ୟକ୍ରମକୁ ଆସନ୍ତା ଜୁଲାଇ ମାସ ୧୦ ତାରିଖ (୧୦ ଜୁଲାଇ,୨୦୨୫) ସୁଦ୍ଧା ଆରମ୍ଭ କରାଯିବାପାଇଁ ଲକ୍ଷ୍ୟ ରଖାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ

Tags: INDIAodishaTOP NEWS
ShareTweetSendShare

RelatedNews

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି
ଶିକ୍ଷା

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି

ପ୍ରକାଶ ପାଇଲା JEE Main ରେଜଲ୍ଟ
Latest News

ପ୍ରକାଶ ପାଇଲା JEE Main ରେଜଲ୍ଟ

୧ମ ରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ କଲେ ମହାରାଷ୍ଟ୍ର ସରକାର
Latest News

୧ମ ରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ କଲେ ମହାରାଷ୍ଟ୍ର ସରକାର

ଏପ୍ରିଲ ୧୬ ତାରିଖରୁ ଯୁକ୍ତ ୩ ନାମଲେଖା ଆରମ୍ଭ
Latest News

ଏପ୍ରିଲ ୧୬ ତାରିଖରୁ ଯୁକ୍ତ ୩ ନାମଲେଖା ଆରମ୍ଭ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.