Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଆଜିର ରାଶିଫଳ

Ramesh Parida by Ramesh Parida
Apr 15, 2025, 10:38 am GMT+0530
FacebookTwitterWhatsAppTelegram

ମେଷ : ଆଜି ମନ ଅନୁଯାୟୀ କାମ ସମ୍ପନ୍ନ ହେବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ହିଁ ପାଇବେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ତର୍କ, ଆଲୋଚନା, ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ପାଇବେ। କେତେକ କ୍ଷେତ୍ରରେ ଆପଣଙ୍କ କଠୋର ସତ୍ୟ ବ୍ୟବହାରରେ ବନ୍ଧୁ ଅଭିମାନ କରିପାରନ୍ତି।

ବୃଷ : ପରିବାରର କୌଣସି ବ୍ୟତିକ୍ରମଜନିତ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିବେ। ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ସମାଲୋଚିତ ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ।

ମିଥୁନ : ପ୍ରତ୍ୟେକ କାମରେ ପ୍ରତିବନ୍ଧକ ଲାଗି ରହିବାରୁ ନିରୁତ୍ସାହତା ସୃଷ୍ଟି ହେବ। ବକେୟା ପାଇବା ପାଇଁ ଅନ୍ୟ ମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ବାକ୍‍ ଚାତୁରି ଦ୍ୱାରା ଆପ୍ୟାୟିତ କରି ବନ୍ଧୁଙ୍କଠାରୁ କାର୍ଯ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସା ପାଇବେ କିନ୍ତୁ ପୂର୍ବପ୍ରସ୍ତୁତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।

କର୍କଟ : ଖର୍ଚ୍ଚ ବୃଦ୍ଧି ପାଇବା ସାଙ୍ଗକୁ ଭୁଲ୍‍ ବୁଝାମଣାଜନିତ ପାରିବାରିକ ସମସ୍ୟା ଚିନ୍ତାର କାରଣ ହେବ। ନିର୍ମାଣ, ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କ ହେବ। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଦୀର୍ଘଦିନର ଆଶା ଫଳବତୀ ହେବ। ମନ ପସନ୍ଦର କୌଣସି ଜିନିଷ ପାଇ ସାୟାହ୍ନେ ମନ ଖୁସି ହୋଇଯିବ।

ସି˚ହ : ପରିବାରରେ ତର୍କବିତର୍କ କାରଣରୁ ଭାଇ, ଭଉଣୀଙ୍କ ସହ ମତାନ୍ତର ଘଟିପାରେ। ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିବେ। କାର୍ଯ୍ୟବ୍ୟସ୍ତ କାରଣରୁ କୌଣସି କଥା ଠିକ୍‍ ରହିବ ନାହିଁ। ଅପେକ୍ଷା କରିଥିବା ଲୋକଟିର ଦେଖା ନ ପାଇବାରୁ ବିରକ୍ତି ଅନୁଭବ କରିପାରନ୍ତି।

କନ୍ୟା : ଅଟକିଥିବା କାମ, ପାଇବାକୁ ଥିବା ଅର୍ଥ, ବନ୍ଧୁବର୍ଗଙ୍କ ସାହାଯ୍ୟ ପାଇବାରେ ଅସୁବିଧା ହେବ ନାହିଁ। ସମସ୍ୟା ସୁଧାରିବାରେ ଜଣେ ନିମ୍ନ ବର୍ଗର ଲୋକ ସାହାଯ୍ୟ କରିବ। ଘରେ ବନ୍ଧୁ ମିଳନ ସଙ୍ଗକୁ କୌଣସି ଆଲୋଚନା ସନ୍ତୋଷଜନକ ହୋଇପାରିବ । ଆକସ୍ମିକ ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିପାରନ୍ତି।

ତୁଳା : ଅତୀତ ସ୍ମୃତି ରୋମନ୍ଥନ କରି ଭାବପ୍ରବଣ ହୋଇ ପାରନ୍ତି। ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ କିନ୍ତୁ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିର୍ମାଣାଧୀନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପଡ଼ୋଶୀଙ୍କ ଅବଦାନ ଅଭୁଲା ରହିବ।

ବିଛା : ସାଧାରଣ ସମସ୍ୟାକୁ ଗୁରୁତ୍ୱର ସହ ବିଚାରକୁ ନେଇ ଉତ୍ତେଜିତ ହୋଇପାରନ୍ତି। ଅନ୍ୟମାନଙ୍କ ସହ ମତାନ୍ତର କାରଣରୁ ମାନସିକ ଅବସ୍ଥା ଠିକ୍‍ ରହିବ ନାହିଁ ାିଁ ଆଜି ହିଁ ସମ୍ପନ୍ନ କରିବାକୁ ଚିନ୍ତା କରୁଥତ୍ବା କାମରେ ସଫଳତା ବିଳମ୍ବରେ ପାଇବେ। ଶିଳ୍ପ, ବାଣିଜ୍ୟ, କଳା ସାହିତ୍ୟ ଓ ରାଜନୈତିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।

ଧନୁ : ଆଜି ଆପଣ ଯେଉଁ କାମ କରନ୍ତୁନା କାହିଁିକି,ସେଥିରେ ନିଶ୍ଚିତ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ ଓ କୌଣସି କାମ ମଧ୍ୟ ଅଟକିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ନୂତନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।

ମକର : ଆବଶ୍ୟକୀୟ ଅର୍ଥ ଯୋଗାଡ଼ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବେ। ପାରିବାରିକ ଅସ୍ଥିରତା ଦୂରେଇବାରେ ଆମତ୍ୀୟଙ୍କ ସହଯୋଗ ଜରୁରୀ ହୋଇପଡ଼ିବ। ଆନୁଷ୍ଠାନିକ କାମ, ସଭାସମିତି, ନୂତନ ଉଦ୍ୟୋଗ ଏବଂ ସାଂସ୍କୃତିକ କାମରେ ସହଭାଗୀ ହେବାକୁ ପଡ଼ିପାରେ। ଆନୁଷଙ୍ଗିକ କାମକୁ ହାସଲ ପାଇଁ ସାହାଯ୍ୟର ଦରକାର ପଡ଼ିବ ନାହିଁ।

କୁମ୍ଭ : ଅନ୍ୟମନସ୍କତା ହେତୁକ ଅଭାବନୀୟ ପରିସ୍ଥିତିକୁ ସାମ୍‍ନା କରିବେ। ଯାତ୍ରାରେ ହଇରାଣ, ବିବାଦରେ ପରାଜୟ, ଗୃହାରମ୍ଭେ କ୍ଷତି, ଔଷଧ ସେବନରେ ହାନି ପଶୁ କ୍ରୟରେ କ୍ଷତିରେ ପଡ଼ିବେ। ଯୋଜନା କାଯର୍‍ୟକାରୀ କରିବାରେ ଉପକରଣର ଅଭାବ ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ସାହାଯ୍ୟରେ ମାଙ୍ଗଳିକ ଉତ୍ସବ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।

ମୀନ : କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଲଢ଼େଇ କରିବେ, କିନ୍ତୁ ବାହାବା ନେବ ଅନ୍ୟ ଜଣେ। ଯେ କୌଣସି କାମ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ହଇରାଣ ହେବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିପାରିଲେ ଅବଶ୍ୟ ସଫଳତା ନିଶ୍ଚିତ ମିଳିବ। ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବଜନିତ ସ୍ବାସ୍ଥ୍ୟହାନି ଘଟିପାରେ।

Tags: newsodisha365Rashifal
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.