Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଇଡିରେ ହାଜର ହେଲେ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରା

Ramesh Parida by Ramesh Parida
Apr 15, 2025, 10:24 pm GMT+0530
FacebookTwitterWhatsAppTelegram

ଇଡିରେ ହାଜର ହେଲେ ଗାନ୍ଧୀ ପରିବାରର ଜ୍ୱାଇଁ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରା । ଦୁଇ ଘଣ୍ଟା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରୁ ବାହାରି ଭଦ୍ରା କହିଛନ୍ତି, ଏହି ମାମଲାରେ କିଛି ନାହିଁ । ଗତ ୨୦ ବର୍ଷ ଭିତରେ ତାଙ୍କୁ ୧୫ ଥର ସମନ କରାଯାଇଛି । ପ୍ରତିଥର ତାଙ୍କୁ ୧୦ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରାଯାଇଛି ।ଏହି ଘଟଣାରେ ୨୩ ହଜାର ଡକ୍ୟୁମେଣ୍ଟ ଦାଖଲ କରିଥିବା କହିଛନ୍ତି ରବର୍ଟ ଭଦ୍ରା ।

ହରିୟାଣାର ଶିକୋହାବାଦ ଜମି ଚୁକ୍ତି ସହିତ ଜଡିତ ମନି ଲଣ୍ଡରିଂ ତଦନ୍ତ ସହିତ ଜଡିତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଙ୍ଗଳବାର ରବର୍ଟ ଭଦ୍ରାଙ୍କୁ ଦ୍ୱିତୀୟ ସମନ ପଠାଇଥିଲା । ଏହା ପୂର୍ବରୁ ଏପ୍ରିଲ ୮ରେ ଜାରି ହୋଇଥିବା ପ୍ରଥମ ସମନରେ ଭଦ୍ରା ହାଜର ହୋଇନଥିଲେ । ସେପଟେ ବିଜେପି ନେତା ଗୌରବ ଭାଟିଆ କହିଛନ୍ତି, ରବର୍ଟ ଭଦ୍ରାଙ୍କୁ ଇଡିର ସମନ ଏକ ଦୃଢ ବାର୍ତ୍ତା ଦେଉଛି ଯେ, ଦେଶର ଆଇନଠୁ କେହି ଉର୍ଦ୍ଧ୍ୱରେ ନୁହନ୍ତି ।

Tags: INDIAodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies