Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ପୁଣିଥରେ ଅଯୋଧ୍ୟା ରାମ ମନ୍ଦିରକୁ ବମରେ ଉଡାଇଦେବାକୁ ଧମକ

Ramesh Parida by Ramesh Parida
Apr 15, 2025, 10:32 pm GMT+0530
FacebookTwitterWhatsAppTelegram

ପୁଣିଥରେ ଅଯୋଧ୍ୟା ରାମ ମନ୍ଦିରକୁ ବମରେ ଉଡାଇଦେବାକୁ ଧମକ ପରେ ରାମ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ବଢାଇଦିଆଯାଇଛି । ସୋମବାର ରାତିରେ ଶ୍ରୀରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଇମେଲ ମାଧ୍ୟମରେ ଧମକ ଦିଆଯାଇଛି । ଟ୍ରଷ୍ଟର ଆକାଉଣ୍ଟାଣ୍ଟ ଏ ସମ୍ପର୍କରେ ସାଇବର ପୋଲିସ ଷ୍ଟେସନରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ, ସାଇବର ପୋଲିସ ଆଇଟି ଆକ୍ଟ ଓ ବିଏନଏସ ଧାରା ଅନୁଯାୟୀ ମାମଲା ରୁଜୁ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଇମେଲ୍ ପଠାଇଥିବା ବ୍ୟକ୍ତି ନିଜକୁ ଆଇଏସଆଇ ସେଲ ତାମିଲନାଡୁର ଇନଚାର୍ଜ ଭାବରେ ପରିଚୟ ଦେଇଛି ।

ତାମିଲନାଡୁରେ ଘଟିଥିବା ଠକେଇରୁ ଧ୍ୟାନ ହଟାଇବା ପାଇଁ ଏହି ଆକ୍ରମଣ କରାଯିବ ବୋଲି ଇମେଲରେ ଲେଖାଯାଇଛି । ଯେଉଁ କମ୍ପ୍ୟୁଟରରୁ ମେଲ ପଠାଯାଇଥିଲା ତାହାର IP ଠିକଣା ଟ୍ରେସ୍ କରାଯିବା ପରେ ଏହି କମ୍ପ୍ୟୁଟର ତାମିଲନାଡୁରେ ଥିବା ସାଇବର ପୋଲିସ ସ୍ପଷ୍ଟ କରିଛି ।

Tags: INDIAodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies