Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଖୋର୍ଦ୍ଧା ରୋଡ଼–ବଲାଙ୍ଗୀର ନୂଆ ରେଳ ଲାଇନ୍ ପ୍ରକଳ୍ପରେ ବଡ଼ ଉପଲବ୍ଧି

Ramesh Parida by Ramesh Parida
Apr 16, 2025, 10:53 pm GMT+0530
FacebookTwitterWhatsAppTelegram

ଓଡ଼ିଶାର ସବୁଠାରୁ ସୁଦୀର୍ଘ ରେଳ ସୁଡ଼ଙ୍ଗ, (4,185 ମିଟର ଦୈର୍ଘ୍ୟ ବିଶିଷ୍ଟ), ଖୋର୍ଦ୍ଧା-ବଲାଙ୍ଗୀର ନୂତନ ରେଳ ଲାଇନ୍ ପ୍ରକଳ୍ପ ଅନ୍ତର୍ଗତ ଟନେଲ୍ T-4 ର ଆଜି ସଫଳ ଭାବେ “ଡେଲାଇଟିଂ” (Breakthrough) ବ୍ରେକଥ୍ରୁ କାର୍ଯ୍ୟ କରାଯାଇଛି | ଏହି ଟନେଲ୍ ବୌଦ୍ଧ ଜିଲ୍ଲାର  ଆଢେଣିଗଡ଼-ଚାରିଛକ ଷ୍ଟେସନ ମଧ୍ୟରେ ଅବସ୍ଥିତ ଏବଂ ଏହି  କାର୍ଯ୍ୟ ନୂତନ ଜ୍ଞାନକୌଶଳ ପଦ୍ଧତି ଦ୍ୱାରା ସମାପ୍ତ ହୋଇଛି। ଏହି ଟନେଲ୍ କେବଳ ଏହି ପ୍ରକଳ୍ପରେ ନୁହେଁ, ବରଂ ସମଗ୍ର ଓଡ଼ିଶାରେ ସୁଦୀର୍ଘ ରେଳ ସୁଡ଼ଙ୍ଗ ଭାବେ ଇତିହାସ ରଚିଛି ।

ସୁଡ଼ଙ୍ଗର ଖନନରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ମେସିନ୍ ନିୟୋଜିତ କରାଯାଇଥିଲା, ଯାହା ପୂର୍ବ ଘାଟର ଚ୍ୟାଲେଞ୍ଜିଂ ଏବଂ ଦୁର୍ଗମ ଭୂଖଣ୍ଡକୁ ନେଭିଗେଟ୍ କରିବା ପାଇଁ ଡିଜାଇନ୍ କରାଯାଇଥିଲା।

ଖୋର୍ଦ୍ଧା ରୋଡ୍ – ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମୁଦାୟ ଦାର୍ଘ୍ୟ 301 କିଲୋମିଟର ଅଟେ ଯାହାକି ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଅନେକ ଇଞ୍ଜିନିୟରିଂ ଏବଂ ଲଜିଷ୍ଟିକ୍ ଚ୍ୟାଲେଞ୍ଜ ଗୁଡିକର ସାମ୍ନା କରିବାକୁ ପଡିଛି। ଏହି ପ୍ରକଳ୍ପରେ 75 କିଲୋମିଟର ଦୈର୍ଘ୍ୟ ମଧ୍ୟରେ ସାତଟି ସୁଡ଼ଙ୍ଗ ଅନ୍ତର୍ଭୁକ୍ତ ଯାହାକି ସମସ୍ତ ସୁଡ଼ଙ୍ଗ ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଅବସ୍ଥିତ। ଏହି ସୁଡ଼ଙ୍ଗଗୁଡ଼ିକର ବିଶେଷକରି ପୂର୍ବଘାଟର କଷ୍ଟକର ଭୂଖଣ୍ଡ ଦେଇ ନିର୍ମାଣ କାର୍ଯ୍ୟ ପ୍ରକଳ୍ପର ସବୁଠାରୁ ଜଟିଳ ଦିଗ ମଧ୍ୟରୁ ଗୋଟିଏ। ଏହି ପ୍ରକଳ୍ପରେ ଗୋଟିଏପଟେ ଖୋର୍ଦ୍ଧା ରୋଡ଼ ରୁ ଦଶପଲ୍ଲା ପର୍ଯ୍ୟନ୍ତ ଏବଂ ଅନ୍ୟ ପଟେ ବଲାଙ୍ଗୀର ରୁ ପୁରୁଣାକଟକ ପର୍ଯ୍ୟନ୍ତ

226 କି.ମି. ଅଂଶ କାର୍ଯ୍ୟ ସମ୍ପୂର୍ଣ ହୋଇଛି । ଅବଶିଷ୍ଟ 75 କି.ମି. ଅଂଶ ଯାହା ମଧ୍ୟରେ 7ଟି ଟନେଲ୍ ରହିଛି, ବର୍ତ୍ତମାନ ନିର୍ମାଣଧୀନଅଛି । T-4 ର “ଡେଲାଇଟିଂ” ବ୍ରେକଥ୍ରୁ ଏହି ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପର ଗତି ବଢ଼ାଇବାରେ ମୁଖ୍ୟ ଭୂମିକା ନେବ । ଏହି ଐତିହାସିକ ସଫଳତା ଓଡ଼ିଶାର ଉପକୂଳ ଅଞ୍ଚଳ ସହିତ ପଶ୍ଚିମାଞ୍ଚଳକୁ ସଂଯୋଗ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ଏବଂ ଏହି ଅଞ୍ଚଳର ପରିବହନ ଏବଂ ଆର୍ଥିକ ସମ୍ଭାବନାକୁ ବୃଦ୍ଧି କରିବ।

Tags: odishaodisha365TOP NEWS
ShareTweetSendShare

RelatedNews

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ
Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.