Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଫିନ୍‌ଲ୍ୟାଣ୍ଡରଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Ramesh Parida by Ramesh Parida
Apr 16, 2025, 10:59 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିନ୍‌ଲ୍ୟାଣ୍ଡର ରାଷ୍ଟ୍ରପତି ଶ୍ରୀ ଆଲେକ୍‌ଜାଣ୍ଡର ଷ୍ଟବ୍‌ଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି ।

ଉଭୟ ନେତା ଡିଜିଟାଲାଇଜେସନ୍‌, ସ୍ଥିରତା ଏବଂ ଗତିଶୀଳତା କ୍ଷେତ୍ର ସମେତ ଦୁଇ ଦେଶ ମଧ୍ୟରେ ଚାଲିଥିବା ସହଯୋଗର ସମୀକ୍ଷା କରିଛନ୍ତି । ସେମାନେ କ୍ୱାଣ୍ଟମ୍‌, ୫ଜି-୬ଜି, ଏଆଇ ଏବଂ ସାଇବର-ସୁରକ୍ଷା କ୍ଷେତ୍ର ସମେତ ଏହି ସହଭାଗୀତାକୁ ଆହୁରି ମଜବୁତ ତଥା ଗଭୀର କରିବା ପାଇଁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

ଏଥିସହ ନେତାମାନେ ୟୁକ୍ରେନର ପରିସ୍ଥିତି ସମେତ ପାରସ୍ପରିକ ସ୍ୱାର୍ଥର ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ମତ ବିନିମୟ କରିଛନ୍ତି । ରାଷ୍ଟ୍ରପତି ଷ୍ଟବ ଭାରତ-ୟୁରୋପୀୟ ସଂଘ ମଧ୍ୟରେ ସମ୍ପର୍କ ଆହୁରି ଗଭୀର କରିବା ଏବଂ ଶୀଘ୍ର ଏକ ପାରସ୍ପରିକ ଲାଭଦାୟକ ଏଫ୍‌ଟିଏ ବୁଝାମଣା ସମ୍ପୂର୍ଣ୍ଣ କରିବା ପାଇଁ ଫିନ୍‌ଲ୍ୟାଣ୍ଡର ସମର୍ଥନ ଥିବା ଜଣାଇଛନ୍ତି ।

Tags: INDIAodisha365TOP NEWS
ShareTweetSendShare

RelatedNews

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ
Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.