Monday, May 19, 2025
No Result
View All Result
Odisha 365

Latest News

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟା

Ramesh Parida by Ramesh Parida
Apr 20, 2025, 11:00 am GMT+0530
FacebookTwitterWhatsAppTelegram

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟାର ଦୃଢ଼ ନିନ୍ଦା କଲା ଭାରତ । ପ୍ରଥମେ ଚକ୍ରାନ୍ତ କରି ଅପହରଣ ପରେ ବାଂଲାଦେଶରେ ବିଶିଷ୍ଟ ହିନ୍ଦୁ ସମାଜ ନେତା ଭବେଶ ଚନ୍ଦ୍ର ରାୟଙ୍କୁ ନିର୍ମମ ହତ୍ୟା କରାଯାଇଛି । ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାରର ହିନ୍ଦୁଙ୍କ ଉପରେ ଅତ୍ୟାଚାରକୁ ବ୍ୟବସ୍ଥାଗତ ଅତ୍ୟାଚାରର ଢାଞ୍ଚା କହି ତୀବ୍ର ସମାଲୋଚନା କରିଛନ୍ତି ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ।

ବର୍ଷ ପରେ ବର୍ଷ, ବାଂଲାଦେଶର ଅନେକ ଅଞ୍ଚଳରୁ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ, ଜମି ଦଖଲ, ବଳପୂର୍ବକ ଧର୍ମାନ୍ତର, ଓ ଦଳିତ ସମ୍ପ୍ରଦାୟ ଉପରେ ହିଂସାର ଘଟଣା ରିପୋର୍ଟ ହୋଇଛି। ଏହି ହତ୍ୟା ଏମିତି ଏକ ସମୟରେ ଘଟିଛି ଯେତେବେଳେ ବାଂଲାଦେଶ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ନେଉଛି। ବିଶ୍ଳେଷକମାନେ ଆଶଙ୍କା କରୁଛନ୍ତି ଯେ ଏହି ଘଟଣା ରାଜନୈତିକ ଭାବେ ଦେଶକୁ କ୍ଷତି ଦିଗକୁ ନେଇଯାଇପାରେ। ଭାରତ ସହିତ ଆନ୍ତର୍ଜାତୀୟ ସମୁଦାୟ ବାଂଲାଦେଶ ସରକାରକୁ ଗଣତାନ୍ତ୍ରିକ ଓ ଧର୍ମନିରପେକ୍ଷ ମୂଲ୍ୟବୋଧ ଅନୁସରଣ କରିବାକୁ ଅନୁରୋଧ କରିଛି।

ଏହାପୂର୍ବରୁ ସଂଖ୍ୟାଲଘୁଙ୍କ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇନଥିବାରୁ ଦୃଢ଼ ନିନ୍ଦା କରିଛନ୍ତି ଜୟସ୍ବାଲ । ମୃତକ ୫୮ ବର୍ଷୀୟ ଭବେଶ ବାଂଲାଦେଶରେ ହିନ୍ଦୁ ସଂଗଠନ ଚଳାଉଥିଲେ । ଗୁରୁବାର ଅପରାହ୍ନରେ ୪ ଜଣ ଯୁବକ ତାଙ୍କୁ ଅପହରଣ କରିନେଇଥିଲେ । ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ତାଙ୍କ ଚେତାଶୂନ୍ୟ ଶରୀରକୁ ତାଙ୍କ ଘର ଆଗରେ ଫିଙ୍ଗିଦେଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାର ଲୋକେ ତାଙ୍କୁ ନିକଟ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Tags: internationalodisha365TOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
Latest News

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.