Monday, May 19, 2025
No Result
View All Result
Odisha 365

Latest News

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ ଯିବେ ଶୁଭାଂଶୁ

Ramesh Parida by Ramesh Parida
Apr 20, 2025, 06:46 pm GMT+0530
FacebookTwitterWhatsAppTelegram

ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଆସନ୍ତା ମାସରେ ଆକ୍ସିଅମ୍-୪ ମିଶନରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଯାତ୍ରା କରିବେ। କେନ୍ଦ୍ରୀୟ ମହାକାଶ ଓ ପ୍ରଯୁକ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂହ ଏହି ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଜଣେ ଭାରତୀୟ ମହାକାଶଚାରୀଙ୍କୁ ନେଇ ଏକ ଅନ୍ତର୍ଜାତୀୟ ମହାକାଶ ଅଭିଯାନ ସ୍ଥିର ହୋଇଛି। ଭାରତ ତାର ମହାକାଶ ଯାତ୍ରାରେ ଏକ ନିର୍ଣ୍ଣାୟକ ଅଧ୍ୟାୟ ଲେଖିବାକୁ ପ୍ରସ୍ତୁତ।

ISRO ନୂତନ ସୀମା ସ୍ଥିର କରିବାକୁ ଏବଂ ଜଣେ ଭାରତୀୟ ମହାକାଶଚାରୀଙ୍କୁ ମହାକାଶ ମିଶନରେ ପଠାଇବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଗଗନଯାନର ପ୍ରସ୍ତୁତି, ଆଇଏସଏସ ମିଶନ ଓ ଭାରତର ମହାକାଶ ସ୍ୱପ୍ନ ଆହୁରି ଅଧିକ ସଫଳ ହେବାକୁ ଯାଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ।

ଗତ ଆଠ ମାସ ଧରି ନାସା ଏବଂ ଘରୋଇ ମହାକାଶ କମ୍ପାନୀ ଆକ୍ସିଅମ୍ ସ୍ପେସ୍ ସହିତ ତାଲିମ ନେଉଥିବା ଗ୍ରୁପ୍ କ୍ୟାପ୍ଟେନ୍ ଶୁକ୍ଲା ଏକ ଘରୋଇ ବାଣିଜ୍ୟିକ ମିଶନରେ ISS କୁ ଉଡାଣ ଭରିବେ । ଏଥିପାଇଁ ଭାରତ ୬୦ ମିଲିୟନ୍ ଡଲାର ଖର୍ଚ୍ଚ କରିଛି । ସ୍ପେସ୍ ଏକ୍ସ ଫାଲକନ-୯ ରକେଟ୍‌ରୁ ଏହି ଅଭିଯାନ ଆରମ୍ଭ ହେବ ଏବଂ ଆମେରିକାର ଫ୍ଲୋରିଡାର ସ୍ପେସ୍ ସେଣ୍ଟରରୁ ଉଡ଼ାଣ ଭରିଥିବା ଡ୍ରାଗନ୍ କ୍ୟାପସୁଲରେ ୪ ଜଣ ସଦସ୍ୟ ବସିବେ । ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ ଲାଗି ଆକ୍ସିଓମ ମିଶନ-୪ର ପାଇଲଟ ଭାବେ ତାଙ୍କୁ ଚୟନ କରାଯାଇଛି ।

Tags: INDIAodisha365TOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍
Opinion

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ
ଜାତୀୟ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies