Saturday, May 17, 2025
No Result
View All Result
Odisha 365

Latest News

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପାକିସ୍ତାନ ଉପରେ ମୋଦି ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ସମର୍ଥନ କଲେ ବିରୋଧୀ

Ramesh Parida by Ramesh Parida
Apr 25, 2025, 08:26 am GMT+0530
FacebookTwitterWhatsAppTelegram

ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଅସନ୍ତୋଷ । ପାକିସ୍ତାନକୁ ପାନେ ଦେବା ପାଇଁ ସବୁଠି ହେଉଛି ଆଲୋଚନା । ଏହି ଆକ୍ରମଣ ପଛରେ ପାକିସ୍ତାନର ହାତ ସ୍ପଷ୍ଟ ଭାବରେ ଦେଖାଯାଉଛି। ତେଣୁ ପାକିସ୍ତାନ ଉପରେ ଆକ୍ରମଣ ପାଇଁ ଭାରତବାସୀ ପୁରା ଏକଜୁଟ ଅଛନ୍ତି ।

ପହଲଗାମ ଆକ୍ରମଣ ପରେ କେନ୍ଦ୍ର ମୋଦି ସରକାର ଆକ୍ସନ ମୋଡକୁ ଆସିଛି। ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ସମସ୍ତ ବିରୋଧୀ ଦଳର ନେତାମାନେ ଅଂଶଗ୍ରହଣ କରିଥିଲେ। ବୈଠକରେ ସର୍ବସମ୍ମତିକ୍ରମେ ଆକ୍ରମଣକୁ ନିନ୍ଦା କରାଯାଇଥିଲା ଏବଂ ସମସ୍ତ ନେତା ସରକାରଙ୍କ ପ୍ରତ୍ୟେକ ପଦକ୍ଷେପକୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।

ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ପ୍ରତିରକ୍ଷା ମନ୍ତ୍ରୀ ପହଲଗାମ ଆକ୍ରମଣ ଏବଂ ସୁରକ୍ଷା କ୍ୟାବିନେଟ କମିଟି (CCS)ର ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ରିଜିଜୁ କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଦୁଃଖଦ ଏବଂ ସମଗ୍ର ଦେଶ ଚିନ୍ତିତ। ସରକାର ସ୍ପଷ୍ଟ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାର ଆତଙ୍କବାଦ ବିରୁଦ୍ଧରେ ଶୂନ୍ୟ ସହନଶୀଳତାର ନୀତି ଅନୁସରଣ କରୁଛନ୍ତି। ସମସ୍ତ ନେତା ସରକାରଙ୍କ ଦ୍ୱାରା ଏପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପ ଏବଂ ଭବିଷ୍ୟତର କାର୍ଯ୍ୟକୁ ସମର୍ଥନ କରିଥିଲେ। ଭାରତ ସ୍ପଷ୍ଟ କରିଛି ଯେ ଯେପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ପ୍ରୋତ୍ସାହନ ଦେବା ବନ୍ଦ ନ କରେ, ସେପର୍ଯ୍ୟନ୍ତ କଠୋରତା ଜାରି ରହିବ।

ShareTweetSendShare

RelatedNews

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
ଜାତୀୟ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ ଚିଦାମ୍ବରମଙ୍କ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ
ଜାତୀୟ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ପାକିସ୍ତାନର ବନ୍ଧୁ ଥିବା ତାଲିବାନ ଏବେ ଭାରତ ଆଡ଼କୁ ଢଳୁଛି କାହିଁକି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

ପାକିସ୍ତାନର ବନ୍ଧୁ ଥିବା ତାଲିବାନ ଏବେ ଭାରତ ଆଡ଼କୁ ଢଳୁଛି କାହିଁକି ?

ପାକିସ୍ତାନର ବନ୍ଧୁ ଥିବା ତାଲିବାନ ଏବେ ଭାରତ ଆଡ଼କୁ ଢଳୁଛି କାହିଁକି ?

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies