Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ପହଲଗାମ ପ୍ରସଙ୍ଗରେ କଂଗ୍ରେସ କଣ ନେବ ନିଷ୍ପତ୍ତି

Ramesh Parida by Ramesh Parida
Apr 25, 2025, 09:14 am GMT+0530
FacebookTwitterWhatsAppTelegram

ଆଜି ଶ୍ରୀନଗର ଯିବେ ରାହୁଲ ଗାନ୍ଧୀ । ତେବେ ଆତଙ୍କବାଦୀମାନେ ହିନ୍ଦୁମାନଙ୍କୁ ଟାର୍ଗେଟ କରି ହତ୍ୟା କରିଥିବାରୁ କଂଗ୍ରେସ ଏହି ପ୍ରସଙ୍ଗରେ କଣ ନିଷ୍ପତ୍ତି ନେବ ତାହା ଚିନ୍ତା କରିପାରୁନାହିଁ । ତେବେ ସରକାରଙ୍କ ପଦକ୍ଷେପକୁ ସମର୍ଥନ କରିବାକୁ କହିଛନ୍ତି ରାହୁଲ ଗାନ୍ଧୀ ।  ପହଲଗାମ୍ ଆତଙ୍କୀ ହମଲା ପରେ  ଜମ୍ମୁ କାଶ୍ମୀରର ଶ୍ରୀନଗର ଗସ୍ତ କରିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଆତଙ୍କୀ ହମଲା ପରେ ଆମେରିକା ଗସ୍ତରେ ଥିବା ରାହୁଲ ନିଜ ଗସ୍ତକୁ କାଣ୍ଟଛାଣ୍ଟ କରି ଗତକାଲି ସକାଳେ ଦିଲ୍ଲୀ ଫେରିଥିଲେ ଏବଂ ସଂଧ୍ୟାରେ ସର୍ବଦଳୀୟ ବୈଠକରେ ଯୋଗଦେଇଥିଲେ ।

ତେବେ ସର୍ବଦଳୀୟ ବୈଠକରେ କେନ୍ଦ୍ର ଯାହା ଆକ୍ସନ ନେବ ତାକୁ ସମର୍ଥନ ଦେବାକୁ କହିଥିଲେ ରାହୁଲ । ଆକ୍ରମଣ ଘଟଣାକୁ ସବୁ ଦଳ ନିନ୍ଦା କରିଛନ୍ତି । କେନ୍ଦ୍ର ଯାହା କାର୍ଯ୍ଯାନୁଷ୍ଠାନ ନେବ ଆମର ପୂର୍ଣ୍ଣ ସମର୍ଥନ ରହିବ ବୋଲି କାଲି କହିଥିଲେ ରାହୁଲ । ତେବେ ପାକିସ୍ତାନ ଉପରେ କି କାର୍ଯ୍ୟାନୁଷ୍ଠାନ ସରକାର ଗ୍ରହଣ କରିବେ ତାହା ସ୍ପଷ୍ଟ ହୋଇନାହିଁ । ଯାହା ଆକଳନ କରାଯାଉଛି ଆତଙ୍କବାଦୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ସରକାର ।

Tags: INDIAodisha365rahul gandhiTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies