Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Ramesh Parida by Ramesh Parida
May 1, 2025, 10:52 am GMT+0530
FacebookTwitterWhatsAppTelegram

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା । 14 ମେ ରେ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ କଲା OPSC । ଉଭୟ ପ୍ରଥମ ଓ ଦ୍ୱିତୀୟ ପେପର୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଛି । ସାନି ପରୀକ୍ଷା ନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । OCS ମେନ୍ ଏକ୍ସାମ୍ ରେ ଆନ୍ଥ୍ରୋପୋଲୋଜି ପରୀକ୍ଷାରେ ବଡ ତ୍ରୁଟି ହୋଇଥିଲା । ପ୍ରଥମ ପେପର୍ ରେ ଦ୍ୱିତୀୟ ପେପର୍ ପ୍ରଶ୍ନ, ଆଉ ଦ୍ୱିତୀୟ ପେପର୍ ରେ ଆସିଥିଲା ପ୍ରଥମ ପେପର୍ ପ୍ରଶ୍ନ । ଫଳରେ ପରୀକ୍ଷାର୍ଥୀ ପ୍ରବଳ ଅସନ୍ତୋଷ ଝାଡିଥିଲେ ।

ଗତ ମାର୍ଚ୍ଚ 30ରେ OPSC ଦ୍ୱାରା ହୋଇଥିବା SDIPRO ପରୀକ୍ଷାରେ ମଧ୍ୟ ସମାନ ତ୍ରୁଟି ହୋଇଥିଲା । 100 ନମ୍ବର ପରିବର୍ତ୍ତେ 94 ମାର୍କର ହୋଇଥିଲା ପରୀକ୍ଷା । ଯାହାକୁ ନେଇ ପରୀକ୍ଷାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ ।

Tags: educationodishaodisha365TOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies