Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Ramesh Parida by Ramesh Parida
May 3, 2025, 06:21 pm GMT+0530
FacebookTwitterWhatsAppTelegram

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ । ଗତକାଲି ଅର୍ଥାତ୍ ମେ ୨ରେ ତାଙ୍କର ଦେହାନ୍ତ ଘଟିଛି । ନିର୍ମଳା ୯୦ବର୍ଷ ବୟସରେ ଦେହ ତ୍ୟାଗ କରିଛନ୍ତି । ଚିକିତ୍ସିତ ସମୟରେ କୋକିଲାବେନ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମା’ଙ୍କ ପରଲୋକ ପରେ ମର୍ମାହତ ହୋଇ କପୁର ପରିବାରର ସଦସ୍ୟମାନେ ସୋସିଆଲ ମିଡିଆରେ ନିର୍ମଳାଙ୍କ ଫଟୋ ପୋଷ୍ଟ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସୂଚନା ମୁତାବକ ନିର୍ମଳା ଗତକାଲି ସନ୍ଧ୍ୟା ୫.୨୫ମିନିଟରେ ମୁମ୍ବାଇ କୋକିଲାବେନ ଅମ୍ବାନୀ ହସ୍ପିଟାଲରେ ପ୍ରାଣତ୍ୟାଗ କରିଛନ୍ତି ବୋଲି ସିଇଓ ଡ଼ା.ସନ୍ତୋଷ ସେଟ୍ଟୀ ସ୍ପଷ୍ଟ କରିଛନ୍ତି । ଫିଲ୍ମ ନିର୍ମାତା ସୁରିନ୍ଦର କପୁରଙ୍କ ସ୍ତ୍ରୀ ନିର୍ମଳା ତାଙ୍କର ପୁଅ, ବୋହୂ ଏବଂ ନାତିନାତୁଣୀଙ୍କ ସହ ଆନନ୍ଦପୂର୍ଣ୍ଣ ଜୀବନ ଅତିବାହିତ କରିଥିଲେ । କିଛି ଦିନ ପୂର୍ବରୁ ମଧ୍ୟ ପୁରା କପୁର ନିର୍ମଳାଙ୍କ ୯୦ତମ ଜନ୍ମୋତ୍ସବ ପାଳନ କରିଥିଲେ । କିନ୍ତୁ ଗତକାଲିଠାରୁ ସେ କପୁର ପରିବାର ଗହଣରେ ଆଉ ନାହାଁନ୍ତି । ଯାହା ପରେ ପୁରା କପୁର ପରିବାର ଦୁଃଖରେ ଭାଙ୍ଗି ପଡିଛନ୍ତି ।

ମା’ଙ୍କ ଦେହାନ୍ତ ପରେ ଶେଷକୃତ୍ୟ ପାଇଁ କପୁରର ପୁରା ପରିବାର ଅନିଲ କପୁରଙ୍କ ଘରେ ପହଞ୍ଚିଛନ୍ତି । ବୋନି କପୁର ଆଜି ସକାଳେ ଦୁଃଖ ପ୍ରକାଶ କରି ମା’ଙ୍କୁ ମନେପକାଇ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ନୋଟ୍ ସେୟାର କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହା ମଧ୍ୟ କ୍ୟାପସନରେ ଲେଖିଛନ୍ତି ଯେ, ମା’ ଆମ ହୃଦୟରେ ରହିବେ ଏବଂ ସବୁବେଳ ପାଇଁ ମନେପଡିବେ । ଭାବପ୍ରବଣ ହୋଇ ଆହୁରି ମଧ୍ୟ ଲେଖିଛନ୍ତି ଆମ ସମସ୍ତଙ୍କ ତରଫରୁ ତୁମକୁ ଅନେକ ଭଲପାଇବା ମା’ । ତାଙ୍କ ସମେତ ଅର୍ଜୁନ କପୁର ତାଙ୍କ କାକାଙ୍କ ଘରେ ପହଞ୍ଚିବା ସହିତ ଜେଜେ ମା’ଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Tags: entertainmentINDIAodisha365TOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies