Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

Ramesh Parida by Ramesh Parida
May 16, 2025, 04:43 pm GMT+0530
FacebookTwitterWhatsAppTelegram

ପାକିସ୍ତାନର ସାରଗୋଦା ଜିଲ୍ଲାରେ ଅବସ୍ଥିତ କିରାନା ହିଲ୍ସ ତଥା ପରମାଣୁ ଅସ୍ତ୍ର ଭଣ୍ଡାର ଉପରେ ଭାରତ ଆକ୍ରମଣ କରିଛି ବୋଲି ଜୋରଦାର ଚର୍ଚ୍ଚା ହେଉଛି। ଏନେଇ ସୋସିଆଲ ମିଡିଆରେ ଅନେକ ମିଛ ଖବର ମଧ୍ୟ ପ୍ରସାରିତ ହୋଇଛି। ପାକିସ୍ତାନର ପରମାଣୁ ଅସ୍ତ୍ରଭଣ୍ଡାରରୁ ବିକିରଣ  ହୋଇଥିବା ଦାବି ମଧ୍ୟ ହୋଇଛି। ତେବେ ଆଇଏଇଏ (ଅନ୍ତର୍ଜାତୀୟ ପରମାଣୁ ଶକ୍ତି ସଂସ୍ଥାନ) ସ୍ପଷ୍ଟ କରିଛି ଯେ ପାକିସ୍ତାନରେ କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ।  ପାକିସ୍ତାନର କିରାନା ହିଲ୍ସରେ ପରମାଣୁ ଅସ୍ତ୍ରଭଣ୍ଡାର ରହିଛି।

ଏହା ଉପରେ ଭାରତ ଆକ୍ରମଣ କରିଥିଲା ବୋଲି ଅଭିଯୋଗ ହୋଇଥିଲା।  ବୈଶ୍ବିକ ଆଣବିକ ୱାଚ୍‌ଡଗ୍‌ର ମୁଖପାତ୍ର ଫ୍ରେଦିକ ଦହଲ କହିଛନ୍ତି,  ଆଇଏଇଏରେ ଉପଲବ୍ଧ ଥିବା ସୂନଚାନୁଯାୟୀ ପାକିସ୍ତାନରେ କୌଣସି ପରମାଣୁ ଅସ୍ତ୍ର ଭଣ୍ଡାରରୁ ରେଡିଏସନ ଲିକ୍‌ ହୋଇନାହିଁ।  ତେବେ ପୂର୍ବରୁ ଉଭୟ ଭାରତ ଏବଂ ପାକିସ୍ତାନ କିରାନା ହିଲ୍ସରେ ପରମାଣୁ ଅସ୍ତ୍ର ଥିବା ଦାବିକୁ ପ୍ରତ୍ୟାଖ୍ୟାନ କରିଥିଲେ।  ଉଲ୍ଲେଖଯୋଗ୍ୟ,  ଭାରତୀୟ ସେନାର ‘ଅପରେସନ୍‌ ସିନ୍ଦୂର’ର ଜବାବ ଦେଇ ପାକିସ୍ତାନ ଭାରତରେ ଅନେକ ସାମରିକ ପ୍ରତିଷ୍ଠାନ ଏବଂ ଜନବସତି ଅଞ୍ଚଳକୁ ଟାର୍ଗେଟ୍‌ କରି ଆକ୍ରମଣ କରିଥିଲା। ଏହାର ଜବାବ ଦେଇ ଭାରତ ପାକିସ୍ତାନ‌‌ରେ ଥିବା ୧୧ଟି ବାୟୁସେନା ଘାଟି ଉପରେ ଭାରତୀୟ ସେନା ଆକ୍ରମଣ କରିଥିଲା। ଏଥିରେ ସାରଗୋଦା ବାୟୁସେନା ଘାଟି ମଧ୍ୟ ଥିଲା।

ତେବେ କିରାନା ହିଲ୍ସ ଉପ‌ରେ ଭାରତ ଆକ୍ରମଣ କରିଛି କି ନା’   ପ୍ରଶ୍ନର ଉତ୍ତର ଦେଇ ଭାରତର ବାୟୁ ଅପରେସନ୍‌ର ମହାନିର୍ଦ୍ଦେଶକ  ଏକେ ଭାରତୀ କହିଛନ୍ତି, ପାକିସ୍ତାନ ଏହାର ପରମାଣୁ ଅସ୍ତ୍ର କିରାନା ହିଲ୍ସରେ ଗଚ୍ଛିତ କରି ରଖିଥିବା ଖବର ଆମକୁ ଜଣାନାହିଁ। ତେବେ ସେଠାରେ ଯାହା ବି ଥାଉ  ଆମେ କିରାନା ହିଲ୍ସରେ ଆକ୍ରମଣ କରିନାହୁଁ ବୋଲି ସେ କହିଥିଲେ।  ଉଲ୍ଲେଖଯୋଗ୍ୟ,  କିରାନା ହିଲ୍ସ ଆଖପାଖ ଅଞ୍ଚଳରୁ ପାକିସ୍ତାନ ଲୋକଙ୍କୁ ଖାଲି କରିବା ପ୍ରକ୍ରିୟା ଆରମ୍ଭ କରିବାରୁ ଭାରତ କିରାନା ହିଲ୍ସରେ ଆକ୍ରମଣ କରିଥିବା ‌ଚର୍ଚ୍ଚା ସୋସିଆଲ ମିଡିଆରେ ଜୋର ଧରିଥିଲା।

Tags: INDIAodisha
ShareTweetSendShare

RelatedNews

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

ଗୁଗୁଲ ମ୍ୟାପ ନେଲା  ଷ୍ଟେସନ ମାଷ୍ଟରକଙ୍କ ଜୀବନ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.