Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

Ramesh Parida by Ramesh Parida
May 16, 2025, 04:58 pm GMT+0530
FacebookTwitterWhatsAppTelegram

ବିଶ୍ବ ଜାଣିବ ବଦମାସ୍ ପାକିସ୍ତାନର ସତ । କେମିତି ପାକିସ୍ତାନରୁ ଆତଙ୍କୀସ୍ତାନ ବନିଗଲାଣି ଦେଶ ତାହା ଜାଣିବ ସାରା ବିଶ୍ବ । ଦେଶ ଭିତରେ ଆତଙ୍କବାଦୀଙ୍କୁ ପୋଷି କେମିତି ପାକିସ୍ତାନ ଭାରତ ବିରୋଧରେ ସେମାନଙ୍କୁ ମତାଉଛି ଆଉ ଆତଙ୍କୀ କେମିତି ଭାରତର ଲୋକଙ୍କୁ ହତ୍ୟା କରୁଛନ୍ତି ତାହା ଜାଣିବ ବିଶ୍ବର ବଡ଼ ବଡ଼ ଦେଶ । ଭାରତ-ପାକିସ୍ତାନ ବିବାଦ ସହ ଅପରେସନ ସିନ୍ଦୂର ସତ ଜାଣିବ ସମଗ୍ର ବିଶ୍ବ । ଏନେଇ ଏକ ଟିମ୍ ପୂରା ବିଶ୍ବ ଭ୍ରମଣ କରିବ । ସର୍ବଦଳୀୟ ସାଂସଦଙ୍କୁ ନେଇ ଗଠିତ ଏକ ପ୍ରତିନିଧି ଦଳ ବିଭିନ୍ନ ଦେଶକୁ ଗସ୍ତ କରି ସେଠାକାର ସରକାରଙ୍କୁ ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ବୋଲି ସୂଚନା ମିଳିଛି ।

ତେବେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଦେଶ ଗସ୍ତକୁ ସଂଯୋଜନା କରୁଥିବା ବେଳେ ଏଥିରେ ସବୁ ଦଳର ସାଂସଦଙ୍କୁ ସାମିଲ କରାଯାଇଛି । ଗୋଟିଏ ଟିମରେ ୫ରୁ ୬ ଜଣ ସାଂସଦ ଗୋଟେ ଗୋଟେ ଦେଶକୁ ଗସ୍ତ କରିବେ । ଆମେରିକା, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, କତାର, ୟୁଏଇ ଭଳି ଦେଶ ଗସ୍ତ କରିବେ । ମେ’ ୨୨ ତାରିଖରୁ ଏହି ଗସ୍ତ ଆରମ୍ଭ ହେବାର ସୂଚନା ରହିଛି ।

ଦେଶର ସମ୍ମାନ ଓ ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ଭାରତର ଅପରେସନ ସିନ୍ଦୂର ଏବଂ ସେଥିରେ ବୀର ଯବାନଙ୍କ ସାହସ କତା ମଧ୍ୟ ସାରା ବିଶ୍ବ ଜାଣିବ । ପହଲଗାମ୍ ହମଲା, ଏବଂ ଅପରେସନ ସିନ୍ଦୂର ପରବର୍ତ୍ତୀ ପାକିସ୍ତାନର ନିରୀହ ନାଗରିକଙ୍କୁ ଆକ୍ରମଣ କଥା ବି ବିଶ୍ବ ଜାଣିବ । ତେବେ ଦେଶ ଭିତରେ ତ୍ରିରଙ୍ଗା ଯାତ୍ରା କରି ଅପରେସନ ସିନ୍ଦୂରର ବାର୍ତ୍ତାକୁ ସାରା ଦେଶରେ ପ୍ରଚାର କରାଯାଉଥିବା ବେଳେ ଏବେ ସାରା ବିଶ୍ବରେ ଅପରେସନ ସିନ୍ଦୂରର ସଫଳତା ସହ ସୈତାନ ପାକିସ୍ତାନର ମୁଖା ବି ଖୋଲାଯିବ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।

Tags: INDIAodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.