Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଫ୍ରାନ୍ସ ଠାରୁ ୨୬ ରାଫେଲ୍‌ ଯୁଦ୍ଧ ବିମାନ କିଣିବ ଭାରତ, ପ୍ରସ୍ତ।ବକୁ ଡିଏସିର ଅନୁମୋଦନ

param by param
Jul 14, 2023, 04:38 pm GMT+0530
FacebookTwitterWhatsAppTelegram

 ନ୍ୟୁଜ 365 ( ବ୍ୟୁରୋ)
:
 
ଫ୍ରାନ୍ସ ଠ।ରୁ  ୨୬ ଟି ରାଫେଲ ଯୁଦ୍ଧ ବିମାନ ଓ ୩ଟି ସ୍କର୍ପିନ୍ ଶ୍ରେଣୀର ବୁଡ଼ାଜ​​‌।ହ।ଜ କିଣିବ ଭାରତ । ଗୁରୁବ।ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଯୁଦ୍ଧ ବିମାନ କିଣିବ। ଲ।ଗି ଆବଶ୍ୟକତ। ମଞ୍ଜୁରି ବ। ଆକସେପ୍ଟ।ନ୍ସ ଅଫ୍ ନେସେସିଟି (ଏଓଏନ)କୁ ଡିଏସିର ମଞ୍ଜୁରି ଦେଇଛି । ରାଫେଲ ଯୁଦ୍ଧବିମାନ ସହିତ ସହାୟକ ଉପକରଣ, ଯୁଦ୍ଧାସ୍ତ୍ର, ସିମୁଲେଟର, ଓ ଅନ୍ୟାନ୍ୟ ସରଞ୍ଜାମ ମଧ୍ୟ କିଣାଯିବ ବୋଲି ଜଣାପଡିଛି । ସେହିପରି ଫ୍ରାନ୍ସ ସରକ।ରଙ୍କ ପକ୍ଷରୁ ଦସ୍ତାବିଜ ପ୍ରସ୍ତୁତ କରିବା, ଯୁଦ୍ଧବିମାନ ଚାଳନ। ପ।ଇଁ ପ୍ରଶିକ୍ଷଣ ଏବଂ ଅନ୍ୟାନ୍ୟ ଲଜିଷ୍ଟିକ୍ସ ସହାୟତ। ଭ।ରତୀୟ ନୌସେନ।କୁ ଯୋଗାଇ ଦିଆଯିବ। ଏଥିପାଇଁ ଭାରତ ସରକାର ଓ ଫ୍ରାନ୍ସ ସରକାରଙ୍କ ମଧ୍ୟରେ ଏକ ଆନ୍ତଃ-ସରକ।ରୀ ରାଜିନାମା (ଆଇଜିଏ) ସ୍ୱାକ୍ଷରିତ ହୋଇଛି । 

ଅନ୍ୟପକ୍ଷରେ କ୍ରୟ (ଭ।ରତୀୟ) ବର୍ଗରେ ତିନୋଟି ଅତିରିକ୍ତ ସ୍କର୍ପିନ୍ ଶ୍ରେଣୀର ବୁଡ଼।ଜ।ହଜ କିଣିବା ଲ।ଗି ଏଓଏନ୍‌କୁ ଡିଏସିର ମଞ୍ଜୁରି ମିଳିଛି। ମଜଗ।ଓଁ ଡକ୍ ଶିପ୍ ବିଲ୍ଡର୍ସ ଲିମିଟେଡ୍ (ଏମଡିଏଲ) ଦ୍ୱ।ର। ଏସବୁ ବୁଡ଼ାଜାହଜ ନିର୍ମାଣ କରାଯିବ । ଅଧିକ ସ୍ୱଦେଶୀ ଉପକରଣ ସହିତ ଅତିରିକ୍ତ ବୁଡ଼ାଜାହାଜ କିଣାଯିବା ଦ୍ୱ।ରା ଭ।ରତୀୟ ନୌସେନା ପ।ଇଁ ପ୍ରତିରକ୍ଷାସ୍ତରୀୟ ଏବଂ ପରିଚାଳନ।ଗତ ପ୍ରସ୍ତୁତିକୁ ବଜାୟ ରଖିବାରେ ସହ।ୟତା ମିଳିବ। ସେହିପରି ଘରୋଇ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହ। ମଧ୍ୟ ଏମଡିଏଲକୁ ନିଜର କ୍ଷମତ। ବୃଦ୍ଧି କରିବା ଓ ବୁଡ଼।ଜ।ହ।ଜ ନିର୍ମାଣ ଅଭିଜ୍ଞତ। ହ।ସଲ କରିବ।ରେ ସହ।ୟକ ହେବ। ଏହ।ବ୍ୟତୀତ ପୁଞ୍ଜି ଅଧିଗ୍ରହଣ ମାମଲ।ଗୁଡ଼ିକର ସବୁ ବର୍ଗରେ ଆବଶ୍ୟକ ସ୍ୱଦେଶୀ ଉପାଦାନ ଯୋଡ଼ିବା ଲକ୍ଷ୍ୟ ହ।ସଲ ପ।ଇଁ ମାର୍ଗଦର୍ଶିକ। ନିର୍ଦ୍ଧାରଣ କରିବ। ପ୍ରସ୍ତ।ବକୁ ମଧ୍ୟ ଡିଏସି ଅନୁମୋଦନ କରିଛି। ଏହ। ସ୍ୱଦେଶୀ ନିର୍ମାଣ ଜରିଆରେ ଗୁରୁତ୍ୱପୂର୍ଣ୍ଣ ନିର୍ମାଣ ପ୍ରଯୁକ୍ତି ଓ ପ୍ରତିରକ୍ଷା ପ୍ଲାଟଫର୍ମ ଉପକରଣର ଦୀର୍ଘସ୍ଥାୟିତ୍ୱ ବଜ।ୟ ରଖିବ। କ୍ଷେତ୍ରରେ ‘ଆତ୍ମନିର୍ଭରଶୀଳତ।’ ହ।ସଲ କରିବାରେ ସହାୟକ ହେବ। ତେବେ ସେନାବାହିନୀରେ ନୂଆ ରାଫେଲ ଲଢ଼ୁଆ ବିମାନ ସାମିଲ ହେବା ଦ୍ୱାରା ପ୍ରତିରକ୍ଷା ବିଭାଗ ଆହୁରି ସୁଦୃଢ଼ ହେବ । 

Tags: NULL
ShareTweetSendShare

RelatedNews

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

ଗୁଗୁଲ ମ୍ୟାପ ନେଲା  ଷ୍ଟେସନ ମାଷ୍ଟରକଙ୍କ ଜୀବନ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.