Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଆଜି ଚନ୍ଦ୍ରଯାନ-୩ର ଉତ୍‌କ୍ଷେପଣ, ଚନ୍ଦ୍ରପୃଷ୍ଠରେ ପହଞ୍ଚିବାକୁ ଲାଗିବ ୪୫ରୁ ୪୮ଦିନ

param by param
Jul 14, 2023, 06:05 pm GMT+0530
FacebookTwitterWhatsAppTelegram

 ନ୍ୟୁଜ 365 ( ବ୍ୟୁରୋ): ଆଜି ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସବୁ କିଛି ଠିକଠାକ୍ ଚାଲିଲେ ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩। ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ। କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି। ଯଦି ଏଥର ଯଦି ଚନ୍ଦ୍ର ଅଭିଯାନ ସଫଳ ହେବ, ତାହେଲେ ଇତିହାସ ରଚିବ ଭାରତ। ଚନ୍ଦ୍ରଯାନ-୩ ପ୍ରେରଣ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛି ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର।

ଚନ୍ଦ୍ରର ସାଉଥ୍ ପୋଲ୍ ବା ଦକ୍ଷିଣ ଧ୍ରୁବ ନିକଟରେ ଚନ୍ଦ୍ରଯାନ-୩ ଅବତରଣ କରିବ ବୋଲି ଲକ୍ଷ୍ୟ ରଖାଯାଇଛି। ଯଦି ସବୁକିଛି ଠିକ୍ ଠାକ୍ ଚାଲେ, ତେବେ ଚନ୍ଦ୍ରର ୭୦ ଡିଗ୍ରୀ ଦକ୍ଷିଣ ଅକ୍ଷାଂଶରେ ଅବତରଣ କରିବ ଲ୍ୟାଣ୍ଡର ଓ ରୋଭର। ଯାହା ବିଶ୍ୱ ପାଇଁ ନୂଆ ଉପଳବ୍ଧି ଆଣିବ। କାରଣ ଏପର୍ଯ୍ୟନ୍ତ ଦକ୍ଷିଣ ଧ୍ରୁବର ଏତେ ନିକଟବର୍ତ୍ତୀ ଅଞ୍ଚଳରେ ପହଞ୍ଚିପାରିନି କାହାରି ଚନ୍ଦ୍ରଯାନ।ଏଲଭିଏମ୍‌-୩ ଚନ୍ଦ୍ରଯାନ-୩କୁ ପୃଥିବୀ ପୃଷ୍ଠଠାରୁ ୩,୮୪,୦୦୦ ଦୂରକୁ ନେଇ ଯିବ। ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚିବାକୁ ପ୍ରାୟ ୪୫ରୁ ୪୮ଦିନ ଲାଗିଯିବ। ତେଣୁ ଅଗଷ୍ଟ ୨୩ କିମ୍ବା ୨୪ ତାରିଖରେ ଏହା ଚନ୍ଦ୍ରପୃଷ୍ଠରେ ପହଞ୍ଚିବ। ଚନ୍ଦ୍ରଯାନର ମୋଟ ଓଜନ ୩୯୦୦ କିଲୋ ହୋଇଥିବାବେଳେ ଏଥିରେ ଥିବା ଲ୍ୟାଣ୍ଡର (ବିକ୍ରମ) ୧୭୫୨ କିଲୋ, ରୋଭର (ପ୍ରଜ୍ଞାନ) ୨୬ କିଲୋ ଓ ପ୍ରୋପୁଲଜନ ମୋଡୁଲ ୨୧୪୮ କିଲୋ।

୨୦୧୯ ସେପ୍ଟେମ୍ବର ମାସରେ ଚନ୍ଦ୍ରଯାନ-୨ ପ୍ରେରଣ କରାଯାଇଥିଲା। ସବୁକିଛି ଠିକ୍ ଚାଲିଥିବା ବେଳେ ଚନ୍ଦ୍ରପୃଷ୍ଠକୁ ଛୁଇଁବାକୁ ମାତ୍ର ୪୦୦ ମିଟର ଥିବା ବେଳେ ଲ୍ୟାଣ୍ଡର ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ବେଗ ନିୟନ୍ତ୍ରଣ ହୋଇ ପାରିନଥିଲା। ଗତିପଥରେ ପରିବର୍ତ୍ତନ ଓ ଦ୍ରୁତ ଗତି ଯୋଗୁଁ ‘କ୍ରାସ ଲ୍ୟାଣ୍ଡିଂ’ କରିଥିଲା ଲ୍ୟାଣ୍ଡର। ଏହାସହ ଭାରତର ଚନ୍ଦ୍ର ବିଜୟ ସ୍ୱପ୍ନ ମଧ୍ୟ ଚୁରମାର ହୋଇ ଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଚନ୍ଦ୍ରଯାନ-୩ ପାଇଁ ଓଡ଼ିଶାରୁ ଯାଇଛି ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ। ଲ୍ୟାଣ୍ଡର, ରୋଭର ଓ ମହାକାଶଯାନ ପାଇଁ ଅନେକ ଯନ୍ତ୍ରାଂଶ ତିଆରି କରି ଇସ୍ରୋକୁ ପଠାଇଛି ଭୁବନେଶ୍ୱର ସ୍ଥିତ ସିଟିଟିସି ବା ‘ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର’। ତେବେ ଛୋଟବଡ଼ ହଜାର ହଜାର ଯନ୍ତ୍ରାଂଶ ତିଆରି ପାଇଁ ଦିନରାତି ଏକ କରି ଦେଇଥିଲେ ସିଟିଟିସିର ଟେକ୍ନିସିଆନ୍।

Tags: NULL
ShareTweetSendShare

RelatedNews

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

ଗୁଗୁଲ ମ୍ୟାପ ନେଲା  ଷ୍ଟେସନ ମାଷ୍ଟରକଙ୍କ ଜୀବନ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.