Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ବ୍ୟବସାୟ

ଶସ୍ତା ହେବ ଟମାଟୋ ଦର , କିଲୋ ପିଛା ୯୦ ଟଙ୍କାରେ ବିକିବେ କେନ୍ଦ୍ର ସରକାର 

param by param
Jul 14, 2023, 07:00 pm GMT+0530
FacebookTwitterWhatsAppTelegram

 ନ୍ୟୁଜ 365 ( ବ୍ୟୁରୋ) : ଦେଶରେ ଦ୍ରୁତ ବେଗରେ ବୃଦ୍ଧି ପାଉଥିବା ଟମାଟୋ ଦରର ମୁକାବିଲା ଲାଗି ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ପାଟନା ଓ ଦେଶର ଆଉ କେତେକ ସୁନିର୍ବାଚିତ ସହରରେ କେନ୍ଦ୍ର ସରକାର କିଲୋପ୍ରତି ୯୦ ଟଙ୍କା ଦରରେ ଖାଉଟିଙ୍କୁ ଟମାଟୋ ବିକିବେ ବୋଲି ‘ଏନ୍‌ଡିଟିଭି’ ରିପୋର୍ଟ କରିଛି। ତେଣୁ, ଗତରାତିରେ ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଭଳି ପ୍ରମୁଖ ଟମାଟୋ ଅମଳକାରୀ ରାଜ୍ୟମାନଙ୍କର ବଜାରରୁ ତଟକା ଟମାଟୋ ଆସି ଜାତୀୟ ରାଜଧାନୀରେ ପହଞ୍ଚିଛି। ଏ ସଂକ୍ରାନ୍ତରେ ବୁଧବାର ଦିନ ସରକାର ଜାରି କରିଥିବା ବିବୃତିରେ ଉଲ୍ଲେଖ ଥିଲା, ଏହି ଟମାଟୋ ସବୁକୁ ଖୁଚୁରା ବିକ୍ରୟ କେନ୍ଦ୍ର ଜରିଆରେ ଶୁକ୍ରବାର ଦିନ ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳର ଖାଉଟିମାନଙ୍କୁ ରିହାତି ଦରରେ ବିକ୍ରୟ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ‘ନ୍ୟାସ୍‌ନାଲ୍‌ ଏଗ୍ରିକଲ୍‌ଚୁରାଲ୍‌ କୋଅପରେଟିଭ୍‌ ମାର୍କେଟିଙ୍ଗ୍‌ ଫେଡେରେସନ୍‌ ଅଫ୍‌ ଇଣ୍ଡିଆ’ (ନାଫେଡ୍‌) ଓ ‘ନ୍ୟାସ୍‌ନାଲ୍‌ କୋଅପରେଟିଭ୍‌ କଞ୍ଜ୍ୟୁମର୍ସ ଫେଡେରେସନ୍‌ ଅଫ୍‌ ଇଣ୍ଡିଆ’ଙ୍କୁ (ଏନ୍‌ସିସିଏଫ୍‌) ତୁରନ୍ତ ଟମାଟୋ କିଣି ଖାଉଟିଙ୍କୁ ଯୋଗାଇବାକୁ ନିର୍ଦେଶ ଦେଇଥିଲେ।

ସେହି ଅନୁସାରେ, ଗତ ରାତି ୧୨.୧୫ରୁ ‘ଏନ୍‌ସିସିଏଫ୍‌’ ୩୦ଟି ମୋବାଇଲ୍‌ ଭ୍ୟାନ୍‌ ଯୋଗେ ୧୧ଟି ଜିଲ୍ଲାରେ ଟମାଟୋ ବିକ୍ରୟ ଆରମ୍ଭ କରିଛି। ଆଜି ପ୍ରଥମ ଦିନରେ ପ୍ରାୟ ୧୭୦୦୦ କିଲୋ ଟମୋଟା ବିକ୍ରୟ କରାଯିବ। ସେହିପରି, ନୋଏଡ଼ାର ରଜନୀଗନ୍ଧା ଛକରେ ଥିବା ‘ଏନ୍‌ସିସିଏଫ୍‌’ ଅଫିସ୍‌ରେ ବିକ୍ରୟ କରାଯିବା ସହିତ ମୋବାଇଲ୍‌ ଭ୍ୟାନ୍‌ ଯୋଗେ ଗ୍ରେଟର୍‌ ନୋଏଡ଼ା ଏବଂ ଅନ୍ୟାନ୍ୟ ସ୍ଥାନରେ ବିକ୍ରୟ କରାଯିବ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ଚଳିତ ସପ୍ତାହାନ୍ତ ସୁଦ୍ଧା ‘ଏନ୍‌ସିସିଏଫ୍‌’ ଲକ୍ଷ୍ନୌ, କାନପୁର ଏବଂ ଜୟପୁର ଭଳି ସହରରେ ଟମାଟୋ ବିକ୍ରୟ କରିବ। ‘ଏନ୍‌ସିସିଏଫ୍‌’ର ପରିଚାଳନା ନିର୍ଦେଶକ ଆନିସ୍‌ ଜୋସେଫ ଚନ୍ଦ୍ରା କହିଛନ୍ତି, କିଲୋପିଛା ୧୨୦ରୁ ୧୩୦ ମଧ୍ୟରେ କିଣି ଆମେ କିଲୋପିଛା ୯୦ ଟଙ୍କାରେ ଟମାଟୋ ବିକ୍ରୟ କରିବାକୁ ନିଷ୍ପତ୍ତି ନେଇଛୁ। ଏଥିରେ ଯାହା କ୍ଷତି ହେବ, କେନ୍ଦ୍ର ସରକାର ତା’ର ଭରଣା କରିବେ।

Tags: NULL
ShareTweetSendShare

RelatedNews

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ସୁନାର ବୃହତ ଭଣ୍ଡାର ଠାବ
ଜାତୀୟ

ରାଜଧାନୀରେ 90ହଜାର ହେଲା ସୁନା ଦର

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି
ବ୍ୟବସାୟ

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.