Friday, May 9, 2025
No Result
View All Result
Odisha 365

Latest News

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ସୁପ୍ରିମକୋର୍ଟର 2 ଜଣ ନୂଆ ବିଚାରପତିଙ୍କୁ ସପଥ ପାଠ କରାଇଲେ ପ୍ରଧାନ ବିଚାରପତି ଡ଼ି. ଓ୍ୱାଇ. ଚନ୍ଦ୍ରଚୁଡ଼

param by param
Jul 14, 2023, 09:06 pm GMT+0530
FacebookTwitterWhatsAppTelegram

 ନ୍ୟୁଜ 365 ( ବ୍ୟୁରୋ) : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ବିଚାରପତି ଉଜ୍ଜ୍ବଳ ଭୂୟାଁ ଏବଂ ବିଚାରପତି ଏସ୍‌. ଭେଙ୍କଟନାରାୟଣ ଭଟ୍ଟୀଙ୍କୁ ସୁପ୍ରିମ୍‌ କୋର୍ଟର ନୂଆ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି।ସୁପ୍ରିମ୍‌ କୋର୍ଟର ଅଡିଟରିୟମ୍‌ରେ ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଚାରପତି ଭୂୟାଁ ଓ ଭଟ୍ଟୀ ଶପଥ ଗ୍ରହଣ କରିବା ପରେ ସୁପ୍ରିମ୍‌ କ‌ୋର୍ଟର ବିଚାରପତି ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ନିୟମାନୁସାରେ, ପ୍ରଧାନ ବିଚାରପତିଙ୍କୁ ମିଶାଇ ସୁପ୍ରିମ୍‌ କୋର୍ଟର ବିଚାରପତି ସଂଖ୍ୟା ୩୪ ହେବା କଥା। ଏହା ପୂର୍ବରୁ ବିଚାରପତି ଭୂୟାଁ ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଓ ବିଚାରପତି ଭଟ୍ଟୀ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ସୁପ୍ରିମ୍‌କୋର୍ଟର ବିଚାରପତି ଭାବେ ନିଯୁକ୍ତି ‌ଦେବାକୁ ଜୁଲାଇ ୧୨ ତାରିଖ ଦିନ କେନ୍ଦ୍ର ସରକାର ସେମାନଙ୍କ ନାମ ଅନୁମୋଦନ କରିଥିଲେ। ହାଇକୋର୍ଟର ଉକ୍ତ ଦୁଇ ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମ୍‌ କ‌ୋର୍ଟର ବିଚାରପତି ଭାବେ ଉନ୍ନୀତ କରାଗଲା ବୋଲି ବୁଧବାର ଦିନ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ୍‌ ଘୋ‌ଷଣା କରିଥିଲେ। ଭାରତର ପ୍ରଧାନ ବିଚାରପତିଙ୍କ ନେତୃତ୍ବରେ ସୁପ୍ରିମ୍‌ କୋର୍ଟର କଲିଜିୟମ୍‌ ଜୁଲାଇ ୫ ତାରିଖ ଦିନ ଦୁହିଁଙ୍କୁ ସୁପ୍ରିମ୍‌ କୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପାରିସ କରିଥି‌ଲା। 

Tags: NULL
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.