Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା !

param by param
Jul 18, 2023, 06:32 pm GMT+0530
FacebookTwitterWhatsAppTelegram

ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ  ଆଉ ଏକ ଘୂର୍ଣ୍ଣିବଳୟ ।  ଏହାର ପ୍କାରଭାବରେ କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ପରେ ଏହା ଲଘୁଚାପର ରୂପ ନେଇପାରେ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା । ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ଉପକୂଳ ସହ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୧ ତାରିଖ ଦିନ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

Tags: NULL
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.