Sunday, May 11, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ନୀଳଗିରିରେ ମେମୁ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିବା ଘଟଣା: ଷ୍ଟେସନମାଷ୍ଟର ଓ ପଏଣ୍ଟମ୍ୟାନ ନିଲମ୍ବିତ

param by param
Jul 19, 2023, 07:20 pm GMT+0530
FacebookTwitterWhatsAppTelegram

ନ୍ୟୁଜ 365 (ବ୍ୟୁରୋ): ନୀଳଗିରି ରୋଡ଼ରେ ମେମୁ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିବା ଘଟଣାରେ ଷ୍ଟେସନମାଷ୍ଟର ଓ ପଏଣ୍ଟମ୍ୟାନଙ୍କୁ ନିଲମ୍ବନ କଲା ଖଡ଼ଗପୁର ରେଳ ଡିଭିଜନ। କାର୍ଯ୍ୟରେ ଅବହେଳା ପାଇଁ ୨ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଖଡ଼ଗପୁର ରେଳ ଡିଭିଜନର ସିନିୟର ଡିସିଏମ ଏନେଇ ସୂଚନା ଦେଇଛନ୍ତି । ବାସ୍ତବରେ ଗତକାଲି ବାଲେଶ୍ବର ଜିଲ୍ଲା ବରୁଣସିଂ ନୀଳଗିରି ରୋଡ୍‌ ଷ୍ଟେସନ୍‌ ଡାଉନ୍‌ ଲାଇନ୍‌ରେ ଏକ ବଡ଼ଧରଣର ଟ୍ରେନ୍‌ ଦୁର୍ଘଟଣା ଅଳ୍ପକେ ଟଳିଯାଇଥିଲା । ଦୁଇ ଲୋକୋ ପାଇଲଟ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଭଦ୍ରକ-ବାଲେଶ୍ବର ମେମୁରେ ଯାତ୍ରା କରୁଥିବା ଶତାଧିକ ଯାତ୍ରୀ ବର୍ତ୍ତିଯାଇଥିଲେ । ଇଣ୍ଟର୍‌ଲକିଂ ଓ ସିଗ୍‌ନାଲ୍‌ ସିଷ୍ଟମ୍‌ରେ ତ୍ରୁଟି ପାଇଁ ବାହାନଗାରେ ଯେପରି ଦୁର୍ଘଟଣା ଘଟିଲା, ନୀଳଗିରି ରୋଡ୍‌ ଷ୍ଟେସନ୍‌ରେ ମଧ୍ୟ ସମାନ ତ୍ରୁଟି ଦେଖିବାକୁ ମିଳିଥିଲା। ଫଳରେ ଟ୍ରେନ୍‌ଟି ଲୁପ୍‌ ଲାଇନ୍‌କୁ ଚାଲିଯାଇଥିଲା । ଗତକାଲି ଭଦ୍ରକ-ବାଲେଶ୍ବର ମେମୁ ଟ୍ରେନ୍‌ ୧୦ଟା ପରେ ଭଦ୍ରକ ଷ୍ଟେସନ୍‌ରୁ ଡାଉନ୍‌ ଲାଇନ୍‌ରେ ବାଲେଶ୍ବର ଅଭିମୁଖେ ବାହାରିଥିଲା। 

ତେବେ ସୋର ଷ୍ଟେସନ୍‌ ପାର୍‌ ହେବା ବେଳେ ଏହା ପ୍ରାୟ ୪୦ ମିନିଟ୍‌ ବିଳମ୍ବରେ ଚାଲିଥିଲା। ଟ୍ରେନ୍‌ଟି ୧୦ଟା ୫୩ ମିନିଟ୍‌ ବେଳକୁ ବରୁଣସିଂ ନୀଳଗିରି ରୋଡ୍‌ ଷ୍ଟେସନ୍ ନିକଟରେ ପହଞ୍ଚିବାର ଥିଲା। ହେଲେ ୧୨ଟା ୦୨ ମିନିଟ୍‌ରେ ପହଞ୍ଚିଥିଲା ଏବଂ ଦୁଇ ମିନିଟ୍‌ ରହଣି ପରେ ଟ୍ରେନ୍‌ ଷ୍ଟେସନ୍‌ ଛାଡ଼ିଥିଲା। ​ଟ୍ରେନ୍‌ଟିର ଗତି ବଢ଼ୁଥିବା ବେଳେ ଏହା ମେନ୍‌ ଲାଇନ୍‌ରେ ନଯାଇ ଷ୍ଟେସନ୍‌ ନିକଟ ଲୁପ୍‌ ଲାଇନ୍‌କୁ ଚାଲିଯାଇଥିଲା। ଯାହାର ଆଗକୁ ମେନ୍‌ ଲାଇନ୍‌ ସହ କୌଣସି ସଂଯୋଗ ନଥିଲା। ଏହି ସମୟରେ ଟ୍ରେନ୍‌ର ଦୁଇ ଲୋକୋ ପାଇଲଟ୍‌ଙ୍କ ସଂଦେହ ହୋଇଥିଲା। ସେମାନେ ଟ୍ରେନ୍‌ଟି ଲୁପ୍‌ ଲାଇନ୍‌ରେ ଯାଉଥିବା ଏବଂ ନିଶ୍ଚିତ ଦୁର୍ଘଟଣା ହେବା ଜାଣି ଏମର୍‌ଜେନ୍‌ସି ବ୍ରେକ୍‌ ଲଗାଇଥିଲେ। ଫଳରେ ଟ୍ରେନ୍‌ଟି ଜୋର୍‌ ଶବ୍ଦ କରି ଅଟକିଥିଲା। ଯାତ୍ରୀମାନେ ପରସ୍ପର ଧକ୍କା ହୋଇଥିଲେ। ହଠାତ୍‌ କଣ ହେଲା, କେହି କିଛି ବୁଝିପାରି ପାରି ନଥିଲେ। ଭୟରେ ସମସ୍ତ ଯାତ୍ରୀ ଟ୍ରେନ୍‌ରୁ ଓହ୍ଲାଇପଡ଼ିଥିଲେ। ପ୍ରାୟ ଅଧଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୪ ଜଣିଆ ଟେକ୍‌ନିକାଲ୍‌ ଟିମ୍‌ ମଧ୍ୟ ପହଞ୍ଚିଥିଲା ଏବଂ ଘଟଣାର ତଦାରଖ କରିଥିଲା। ପରେ ପାଇଲଟ୍‌ ଟ୍ରେନ୍‌ ପଛକୁ ନେଇ ମେନ୍‌ ଲାଇନ୍‌କୁ ଆଣିଥିଲେ। 

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.