Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଭଡ଼ାରେ ଲାଗିବ ‘ହକି’ ବିଶ୍ବକପ୍‌ ଗ୍ରାମ !

param by param
Jul 19, 2023, 09:50 pm GMT+0530
FacebookTwitterWhatsAppTelegram

ନ୍ୟୁଜ 365 (ବ୍ୟୁରୋ) : ପୁରୁଷ ହକି ବିଶ୍ବକପ ପୂର୍ବରୁ ଖେଳାଳି, ପ୍ରଶିକ୍ଷକ, ସପୋର୍ଟ୍ ଷ୍ଟାଫ୍‌ଙ୍କ ରହଣି ପାଇଁ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ପରିସରରେ ‘ହକି ବିଶ୍ବକପ ଗ୍ରାମ’ ନିର୍ମାଣ କରାଯାଇଥିଲା। ଅତ୍ୟାଧୁନିକ ସୁବିଧାସୁଯୋଗରେ ଭର୍ତ୍ତି ହୋଇଥିବା ଏହି ବିଶ୍ବକପ୍‌ ଗ୍ରାମ କୌଣସି ଗୁଣରେ ବିଳାସପୂର୍ଣ୍ଣ ପଞ୍ଚତାରକା ହୋଟେଲଠାରୁ କମ୍‌ ନଥିଲା। ତେବେ ହକି ବିଶ୍ବକପ୍‌ ଶେଷ ହେବାପରେ ଏହାର ଭବିଷ୍ୟତକୁ ନେଇ ଯେଉଁ ଆଶଙ୍କା କରାଯାଇଥିଲା, ଆଜି ତାହା ସତ୍ୟତାରେ ପରିଣତ ହୋଇଛି। ଏହି ଅତ୍ୟାଧୁନିକ ଭିତ୍ତିଭୂମିକୁ ଭଡ଼ାରେ ଲଗାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବିଶ୍ବକପ୍‌ ଗ୍ରାମର ସଂଚାଳନ ଓ ପ୍ରବନ୍ଧନ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। ତେବେ ଏହାକୁ ସ୍ବଳ୍ପକାଳୀନ ନୁହେଁ, ବରଂ ଦୀର୍ଘକାଳୀନ ଭିତ୍ତିରେ ଲିଜ୍‌ରେ ଦିଆଯିବ।

ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ବିଜ୍ଞପ୍ତି ଅନୁସାରେ, ଟେଣ୍ଡର ପ୍ରକ୍ରିୟା ଜୁଲାଇ ୧୭ରୁ ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖ ଯାଏ ଚାଲିବ। ଅଗଷ୍ଟ ୧୧ରେ ଟେଣ୍ଡର୍‌ ଖୋଲାଯିବାପରେ ୧୬ରେ ବୈଷୟିକ ଉପସ୍ଥାପନା ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।  ଆଗ୍ରହୀ ସଂସ୍ଥାଗୁଡ଼ିକ ବିଶ୍ବକପ୍‌ ଗ୍ରାମର ସ୍ଥିତି ବୁଲିଦେଖିବାର ମଧ୍ୟ ସୁଯୋଗ ଦିଆଯିବ। ବେସରକାରୀ ସଂସ୍ଥାକୁ ବିଶ୍ବକପ୍‌ ଗ୍ରାମକୁ ଟେକି ଦେବାର ଯୋଜନା ଜିଲ୍ଲାର ଅସଂଖ୍ୟ ହକିପ୍ରେମୀଙ୍କୁ ନିରାଶ କରିଛି। ଏହି ପ୍ରକଳ୍ପ କେବଳ ହକି ବିଶ୍ବକପର ସ୍ମୃତିକୁ ଜାଗ୍ରତ କରୁନି, ବରଂ ରାଉରକେଲା ମାଟିରେ ଗଢ଼ିଉଠିଥିବା ଅନ୍ୟତମ ଶ୍ରେଷ୍ଠ ଭିତ୍ତିଭୂମି ହୋଇଥିବାରୁ ଏହାକୁ ସରକାର ଖୋଦ୍‌ ପରିଚାଳନା କରିବା ସପକ୍ଷରେ କ୍ରୀଡ଼ାପ୍ରେମୀ ଯୁକ୍ତି ବାଢ଼ିଛନ୍ତି।

ଏହି ବିଶ୍ବକପ ଗ୍ରାମର ନିର୍ମାଣ ୨୦୨୨ ମାର୍ଚ୍ଚରେ ଆରମ୍ଭ ହୋଇ ମାତ୍ର ୯ ମାସ ଅବଧି ଭିତରେ ଶେଷ ହୋଇଥିଲା। ୮୪.୦୪ କୋଟି ବ୍ୟୟରେ ଏହି ‘ଆକୋମୋଡେସନ୍‌ ବିଲ୍‌ଡିଂ’ ଗଢ଼ି ଉଠିଥିଲା।  ଏଠାରେ ୨୧୭ଟି ରୁମ୍‌ ଓ ୮ଟି ସୁଟ୍‌, ମୋଟ୍‌ ୨୨୫ଟି ଅତ୍ୟାଧୁନିକ ରୁମ୍‌ ରହିଛି।  ଏଠାରେ ପ୍ରାୟ ୯.୧୯ କୋଟି ବ୍ୟୟ ଅଟକଳରେ ସ୍ବିମିଂ ପୁଲ୍‌ ନିର୍ମାଣ କରାଯାଇଥିବାବେଳେ ଅତ୍ୟାଧୁନିକ ଫିଟ୍‌ନେସ ସେଣ୍ଟର୍‌, ହାଇଡ୍ରୋଥେରାପି ପୁଲ୍‌, ବାଷ୍ପ ସ୍ନାନ ବ୍ୟବସ୍ଥା, ଷ୍ଟିମ୍‌, ଭିଡିଓ ବୋର୍ଡ ରୁମ୍‌, ୪ଟି ମିଟିଂ ରୁମ୍‌, ୩ଟି ଡାଇନିଂ ଅଞ୍ଚଳ, ୨ଟି ରୋଷେଇ ଘର, ଅତ୍ୟାଧୁନିକ ବ୍ୟାୟାମଶାଳାିଛ, ରିସେପ୍ସନ ଏରିଆ ଆଦି ଉପଲବ୍ଧ । 

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.