Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର 

param by param
Jul 24, 2023, 05:59 pm GMT+0530
FacebookTwitterWhatsAppTelegram

ନ୍ୟୁଜ 365 (ବ୍ୟୁରୋ): ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ। ଦୀର୍ଘ ଦିନର ଦାବି ପରେ ଖୋଲିଛି କୋଭିଡ କରୋନା ମହାମାରୀ ସମୟରୁ ବନ୍ଦ ଥିବା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର । ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀବାସୀଙ୍କ ପାଇଁ ଏହି ଦ୍ୱାର ଖୋଲାଯାଇଛି । ପଶ୍ଚିମଦ୍ୱାର ଆଜି ଖୋଲିବା ପରେ ପୁରୀ ବାସିନ୍ଦା ପରଚିୟ ପତ୍ର ଦେଖାଇ ମନ୍ଦିରରେ ପ୍ରବେଶ କରି ଠାକୁର ଦର୍ଶନ କରିଛନ୍ତି । କରୋନା ମହାମାରୀ ସମୟରେ ସିଂହଦ୍ୱାର ଛଡ଼ା ଅନ୍ୟ ଦ୍ୱାରକୁ ବନ୍ଦ କରାଯାଇଥିଲା । କିନ୍ତୁ ମହାମାରୀ ପରେ ବି ଦ୍ୱାର ଖୋଲା ଯାଇନଥିଲା । ସିଂହଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ବେଳେ ପ୍ରବଳ ଭିଡ଼ ହେଉଥିବାରୁ ୪ ଦ୍ୱାର ଭକ୍ତଙ୍କ ପାଇଁ ଖୋଲିବାକୁ ଦାବି ଜୋର ଧରିଥିଲା। ଗତକାଲି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ ଜିଲ୍ଲାପାଳଙ୍କୁ ଏ ପ୍ରସଙ୍ଗରେ ଚିଠି ଲେଖି ପୁରୀ ବାସିନ୍ଦାଙ୍କ ଭାବାବେଗକୁ ଗୁରୁତ୍ଵ ଦେଇ ଅନ୍ତତଃ ଆଉ ଗୋଟିଏ ଦ୍ଵାର ବାଟେ ତୁରନ୍ତ ସର୍ବସାଧାରଣ ଭକ୍ତଙ୍କ ପ୍ରବେଶ ଅନୁମତିଦେବାକୁ ଦାବି କରିଥିଲେ। ଯଦି ଏନେଇ ତ୍ଵରିତ ନିଷ୍ପତ୍ତି ନିଆନଯାଏ, ତେବେ ସୋମବାରଠାରୁ ସେ ପଶ୍ଚିମ ଦ୍ଵାର ସମ୍ମୁଖରେ ବସି ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରିବେ ବୋଲି କହିଥିଲେ। 

ଗତକାଲି ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅପରାହ୍ନରେ କମିଟିର ଏକ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିଲା। ପରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂହଙ୍କ ସମେତ ପରିଚାଳନା କମିଟିର ସଦସ୍ୟବୃନ୍ଦ ଓ ସବ କମିଟିର ସଦସ୍ୟମାନେ ପଶ୍ଚିମ ଦ୍ଵାର ଓ ଅନ୍ୟ ଦ୍ଵାର ବୁଲି ସ୍ଥିତି ପରଖିଥିଲେ। ଭକ୍ତମାନେ କିଭଳି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରିବାକୁ ପଶ୍ଚିମ ଦ୍ଵାର ବାଟେ ପ୍ରବେଶ କରିବେ ସେନେଇ ଆଲୋଚନା କରିଥିଲେ। ଆଉ ଆଜିଠାରୁ ପଶ୍ଚିମ ଦ୍ୱାର ଖୋଲିଛି । ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ଖୋଲିଛି ପଶ୍ଚିମ ଦ୍ଵାର ।  ଶ୍ରୀମନ୍ଦିରର ଅନ୍ୟ ଦୁଇ ଦ୍ୱାର ଖୋଲିବା ନେଇ ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର ଖୋଲିବା ପରେ ଖୁସି ବ୍ୟକ୍ତ କରିଛନ୍ତି  ଶ୍ରଦ୍ଧାଳୁ। 

Tags: NULL
ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.