Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

‘ଆଇସିସି’ ବିଶ୍ବକପ୍‌ ୨୦୨୩: ବଦଳିପାରେ ଇଣ୍ଡିଆ-ପାକିସ୍ତାନ ୱାର୍ଲ୍ଡ କପ୍ ମ୍ୟାଚ ତାରିଖ

param by param
Jul 26, 2023, 10:56 pm GMT+0530
FacebookTwitterWhatsAppTelegram

 ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ‘କ୍ରିକେଟ୍‌ ବିଶ୍ବକପ୍‌ ୨୦୨୩’ର କାର୍ଯ୍ୟସୂଚୀ ବଦଳିପାରେ। ମ୍ୟାଚ ବେଳେ ନବରାତ୍ରୀ ମହୋତ୍ସବ ପଡୁଥିବାରୁ ଏହା ବଦଳିପାରେ ବୋଲି ‘ଇଣ୍ଡିଆ ଟୁଡେ’ର ଏକ ରିପୋର୍ଟରେ ପ୍ରକାଶ ପାଇଛି । ଅହମଦାବାଦରେ ଅକ୍ଟୋବର ୧୫ରେ ଏହି ମ୍ୟାଚ୍‌ ଖେଳାଯିବ ବୋଲି ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା। କିନ୍ତୁ, ‘ଆଇସିସି’ଦ୍ବାରା ଯେଉଁ ସମୟ-ସୂଚୀ ନିର୍ଦ୍ଧାରଣ କରାଯାଇଛି ତାହା ହେଉଛି ନବରାତ୍ରୀର ପ୍ରଥମ ଦିବସ। ସେଦିନ ସମଗ୍ର ଗୁଜରାଟରେ ‘ଗର୍‌ବା ରାତ୍ରୀ’ ପାଳନ କରାଯାଏ। ନିରାପତ୍ତା କାରଣରୁ ଖେଳାଳିମାନଙ୍କର ଯାତ୍ରା ପଥ ମଧ୍ୟ ପରିବର୍ତ୍ତନ କରିବା ଉପରେ ପୁନର୍ବିଚାର କରିବା ଲାଗି ‘ବିସିସିଆଇ’କୁ କୁହାଯାଇଛି। 

ବିଶେଷ ସୂତ୍ରରୁ ପ୍ରକାଶ ଯେ, ନବରାତ୍ରୀ ମହୋତ୍ସବ କାରଣରୁ ଖେଳ ତାରିଖ ପରିବର୍ତ୍ତନ କରିବା ଲାଗି ସୁରକ୍ଷା ଏଜେନ୍‌ସିମାନେ ‘ବିସିସିଆଇ’କୁ ସତର୍କ କରାଇଥିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ବକପ୍‌ ମ୍ୟାଚ୍‌ ସମୟ-ନିର୍ଘଣ୍ଟ ବଦଳି ପାରେ। ଖୁବ୍‌ ଶୀଘ୍ର ଏ ସଂକ୍ରାନ୍ତରେ ଆଲୋଚନା କରାଯିବ। ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବା ପରେ ଯାହାକିଛି ଘୋଷଣା କରାଯିବ ବୋଲି ଉପରୋକ୍ତ ସୂତ୍ର ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରାୟ ୧ ଲକ୍ଷ ଦର୍ଶକ ବସିବା ଭଳି ସାମର୍ଥ୍ୟ ଥିବା ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ ଏହି ବିଶ୍ବକପ୍‌ର ୪ଟି ମ୍ୟାଚ୍‌ ଆୟୋଜନ କରିବ। ନ୍ୟୁଜିଲାଣ୍ଡ୍‌-ଇଂଲଣ୍ଡ୍‌, ଭାରତ-ପାକିସ୍ତାନ, ଇଂଲଣ୍ଡ୍-ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ମ୍ୟାଚ୍‌ ତଥା ଫାଇନାଲ୍‌ ମ୍ୟାଚ୍‌ ଉକ୍ତ ଷ୍ଟାଡିୟମ୍‌ରେ ଖେଳାଯିବ।  ଦେଶର ୧୦ଟି ସହରରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ର ସେମିଫାଇନାଲ୍‌ ଖେଳ  ଆୟୋଜନ କରାଯିବ ମୁମ୍ବାଇ ଓ କୋଲ୍‌କାତାରେ।

Tags: NULL
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.